ମାଥିଉ 14:2 - ପବିତ୍ର ବାଇବଲ (CL) NT (BSI)2 ସେ ତାଙ୍କ କର୍ମଚାରୀମାନଙ୍କୁ କହିଲେ, “ଏ ନିଶ୍ଚୟ ଜଳଦୀକ୍ଷାଦାତା ଯୋହନ-ପୁନର୍ଜନ୍ମ ପାଇ ଫେରି ଆସିଛନ୍ତି। ସେଥିପାଇଁ ତାଙ୍କର ଅଲୌକିକ କାର୍ଯ୍ୟ କରିବାର ଶକ୍ତି ଅଛି।” Viz kapitolaପବିତ୍ର ବାଇବଲ (Re-edited) - (BSI)2 ଏ ବାପ୍ତିଜକ ଯୋହନ, ସେ ମୃତମାନଙ୍କ ମଧ୍ୟରୁ ଉଠିଅଛନ୍ତି, ସେଥିସକାଶେ ଏହି ସମସ୍ତ ଶକ୍ତି ତାଙ୍କଠାରେ କାର୍ଯ୍ୟ କରୁଅଛି। Viz kapitolaଓଡିଆ ବାଇବେଲ2 ଏ ବାପ୍ତିଜକ ଯୋହନ, ସେ ମୃତମାନଙ୍କ ମଧ୍ୟରୁ ଉଠିଅଛନ୍ତି, ସେଥିସକାଶେ ଏହି ସମସ୍ତ ଶକ୍ତି ତାହାଙ୍କଠାରେ କାର୍ଯ୍ୟ କରୁଅଛି । Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT2 ଏ ବାପ୍ତିଜକ ଯୋହନ, ସେ ମୃତମାନଙ୍କ ମଧ୍ୟରୁ ଉଠିଅଛନ୍ତି, ସେଥିସକାଶେ ଏହି ସମସ୍ତ ଶକ୍ତି ତାହାଙ୍କଠାରେ କାର୍ଯ୍ୟ କରୁଅଛି। Viz kapitolaପବିତ୍ର ବାଇବଲ2 ସେ ତାହାଙ୍କ ଗ୍ଭକରମାନଙ୍କୁ କହିଲେ, “ଏହି ବ୍ୟକ୍ତି ପ୍ରକୃତରେ ବାପ୍ତିଜକ ଯୋହନ। ସେ ନିଶ୍ଚୟ ମୃତ୍ୟୁରୁ ପୁଣି ବଞ୍ଚି ଉଠିଛି, ସେଥିପାଇଁ ଏହି ଶକ୍ତି ଏହା ପାଖରେ କାମ କରୁଛି ଓ ସେ ଆଶ୍ଚର୍ଯ୍ୟ କାର୍ଯ୍ୟ କରିବାକୁ ସକ୍ଷମ ହେଉଛି।” Viz kapitola |