ମାଥିଉ 14:25 - ପବିତ୍ର ବାଇବଲ (CL) NT (BSI)25 ରାତ୍ରିର ଶେଷ ପ୍ରହରରେ ଯୀଶୁ ପାଣି ଉପରେ ଚାଲି ଶିଷ୍ୟମାନଙ୍କ ନିକଟକୁ ଆସିଲେ। Viz kapitolaପବିତ୍ର ବାଇବଲ (Re-edited) - (BSI)25 କିନ୍ତୁ ରାତ୍ରିର ଚତୁର୍ଥ ପ୍ରହରରେ ସେ ସମୁଦ୍ର ଉପରେ ଚାଲି ସେମାନଙ୍କ ପାଖକୁ ଆସିଲେ, Viz kapitolaଓଡିଆ ବାଇବେଲ25 କିନ୍ତୁ ରାତ୍ରିର ଚତୁର୍ଥ ପ୍ରହରରେ ଯୀଶୁ ସମୁଦ୍ର ଉପରେ ଚାଲି ସେମାନଙ୍କ ପାଖକୁ ଆସିଲେ, Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT25 କିନ୍ତୁ ରାତ୍ରିର ଚତୁର୍ଥ ପ୍ରହରରେ ଯୀଶୁ ସମୁଦ୍ର ଉପରେ ଚାଲି ସେମାନଙ୍କ ପାଖକୁ ଆସିଲେ, Viz kapitolaପବିତ୍ର ବାଇବଲ25 ଯୀଶୁ ହ୍ରଦ ଉପରେ ଗ୍ଭଲିକରି ରାତ୍ରିର ଚତୁର୍ଥ ପ୍ରହରରେ ଶିଷ୍ୟମାନଙ୍କ ପାଖରେ ଯାଇ ପହଞ୍ଚିଲେ। Viz kapitola |