Online Bible

- Reklamy -




ମାଥିଉ 14:26 - ପବିତ୍ର ବାଇବଲ (CL) NT (BSI)

26 ସେମାନେ ତାଙ୍କୁ ଦେଖି ଭୟବିହ୍ୱଳ ହେଲେ। “ଭୂତ! ଭୂତ!” କହି ଭୟରେ ଚିତ୍କାର କଲେ।

Viz kapitola kopírovat

ପବିତ୍ର ବାଇବଲ (Re-edited) - (BSI)

26 ପୁଣି ଶିଷ୍ୟମାନେ ତାହାଙ୍କୁ ସମୁଦ୍ର ଉପରେ ଚାଲିବାର ଦେଖି ଉଦ୍ବିଗ୍ନ ହୋଇ କହିଲେ, ଏ ତ ଭୂତ; ଆଉ, ସେମାନେ ଭୟରେ ଚିତ୍କାର କଲେ।

Viz kapitola kopírovat

ଓଡିଆ ବାଇବେଲ

26 ପୁଣି, ଶିଷ୍ୟମାନେ ତାହାଙ୍କୁ ସମୁଦ୍ର ଉପରେ ଚାଲିବାର ଦେଖି ଉଦ୍‌ବିଗ୍ନ ହୋଇ କହିଲେ, ଏ ତ ଭୂତ; ଆଉ, ସେମାନେ ଭୟରେ ଚିତ୍କାର କଲେ ।

Viz kapitola kopírovat

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

26 ପୁଣି, ଶିଷ୍ୟମାନେ ତାହାଙ୍କୁ ସମୁଦ୍ର ଉପରେ ଚାଲିବାର ଦେଖି ଉଦ୍‌ବିଗ୍ନ ହୋଇ କହିଲେ, ଏ ତ ଭୂତ; ଆଉ, ସେମାନେ ଭୟରେ ଚିତ୍କାର କଲେ।

Viz kapitola kopírovat

ପବିତ୍ର ବାଇବଲ

26 ଶିଷ୍ୟମାନେ ତାହାଙ୍କୁ ହ୍ରଦ ଉପରେ ଗ୍ଭଲିକରି ଆସୁ ଥିବାର ଦେଖି ଭୟଭୀତ ହେଲେ। ସେମାନେ କୁହାକୁହି ହେଲେ, “ଏତ ଗୋଟିଏ ଭୂତ।” ସେମାନେ ଭୟରେ ଚିତ୍କାର କଲେ।

Viz kapitola kopírovat




ମାଥିଉ 14:26

Následuj nás:

Reklamy


Reklamy