ମାଥିଉ 14:29 - ପବିତ୍ର ବାଇବଲ (CL) NT (BSI)29 ଯୀଶୁ କହିଲେ, “ଚାଲି ଆସ।” ପିତର ନୌକରୁ ବାହାରି ଯୀଶଉଙ୍କ ଆଡ଼କୁ ପାଣି ଉପରେ ଚାଲିବାକୁ ଲାଗିଳେ। Viz kapitolaପବିତ୍ର ବାଇବଲ (Re-edited) - (BSI)29 ଯୀଶୁ କହିଲେ, ଆସ। ସେଥିରେ ପିତର ନୌକାରୁ ଓହ୍ଳାଇ ଜଳ ଉପରେ ଚାଲି ଯୀଶୁଙ୍କ ନିକଟକୁ ଗଲେ। Viz kapitolaଓଡିଆ ବାଇବେଲ29 ସେ କହିଲେ, ଆସ । ସେଥିରେ ପିତର ନୌକାରୁ ଓହ୍ଲାଇ ଜଳ ଉପରେ ଚାଲି ଯୀଶୁଙ୍କ ପାଖକୁ ଗଲେ । Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT29 ସେ କହିଲେ, “ଆସ।” ସେଥିରେ ପିତର ନୌକାରୁ ଓହ୍ଲାଇ ଜଳ ଉପରେ ଚାଲି ଯୀଶୁଙ୍କ ପାଖକୁ ଗଲେ। Viz kapitolaପବିତ୍ର ବାଇବଲ29 ଯୀଶୁ କହିଲେ, “ଗ୍ଭଲି ଆସ।” ପିତର ଡଙ୍ଗାରୁ ବାହାରକୁ ଆସିଲେ, ସେ ପାଣି ଉପରେ ଗ୍ଭଲି ଯୀଶୁଙ୍କ ଆଡ଼କୁ ଗଲେ। Viz kapitola |