ମାଥିଉ 14:30 - ପବିତ୍ର ବାଇବଲ (CL) NT (BSI)30 କିନ୍ତୁ ପବନ ଜୋରରେ ବହିବାକୁ ଦେଖି ଭୟ ପାଇଲେ ଏବଂ ପାଣଇରେ ବୁଡ଼ ଯିବାକୁ ଲାଗିଲେ। ତେଣୁ ସେ ଚିତ୍କାର କରି ଡାକିଲେ, “ପ୍ରଭୁ, ମୋତେ ରକ୍ଷା କରନ୍ତୁ।” Viz kapitolaପବିତ୍ର ବାଇବଲ (Re-edited) - (BSI)30 ମାତ୍ର ସେ ପବନ ଦେଖି ଭୟ କଲେ, ପୁଣି ବୁଡ଼ି ଯାଉ ଯାଉ ଚିତ୍କାର କରି କହିଲେ, ହେ ପ୍ରଭୁ, ମୋତେ ରକ୍ଷା କରନ୍ତୁ। Viz kapitolaଓଡିଆ ବାଇବେଲ30 ମାତ୍ର ସେ ପବନ ଦେଖି ଭୟ କଲେ, ପୁଣି, ବୁଡ଼ି ଯାଉ ଯାଉ ଚିତ୍କାର କରି କହିଲେ, ହେ ପ୍ରଭୁ, ମୋତେ ରକ୍ଷା କରନ୍ତୁ । Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT30 ମାତ୍ର ସେ ପବନ ଦେଖି ଭୟ କଲେ, ପୁଣି, ବୁଡ଼ି ଯାଉ ଯାଉ ଚିତ୍କାର କରି କହିଲେ, ହେ ପ୍ରଭୁ, ମୋତେ ରକ୍ଷା କରନ୍ତୁ। Viz kapitolaପବିତ୍ର ବାଇବଲ30 ପିତର ଯୀଶୁଙ୍କ ଆଡ଼କୁ ପାଣି ଉପରେ ଗ୍ଭଲିକରି ଯାଉଥିବା ସମୟରେ ଜୋର୍ରେ ପବନ ବହୁଥିଲା, ଢେଉ ଉଠୁଥିଲା। ଏହା ଦେଖି ପିତର ଭୟ କଲେ। ସେ ବୁଡ଼ି ଯିବାକୁ ଲାଗିଲେ। ସେ ପାଟି କରି ଡାକିଲେ, “ପ୍ରଭୁ, ମୋତେ ରକ୍ଷା କର।” Viz kapitola |