ମାଥିଉ 14:8 - ପବିତ୍ର ବାଇବଲ (CL) NT (BSI)8 ତା’ ମାଆର ମନ୍ତ୍ରଣା ଅନୁଯାୟୀ ଝିଅଟି କହିଲା, “ଜଳଦୀକ୍ଷାଦାତା ଯୋହନଙ୍କ ମୁଣ୍ଡଟି ଏଇଠି, ଏହିକ୍ଷଣି ଗୋଟିଏ ଥାଳୀରେ ରଖି ମୋତେ ଦିଅନ୍ତୁ।” Viz kapitolaପବିତ୍ର ବାଇବଲ (Re-edited) - (BSI)8 ଆଉ, ସେ ଆପଣା ମାଆର ଶିକ୍ଷାରେ ପଡ଼ି କହିଲା, ବାପ୍ତିଜକ ଯୋହନର ମସ୍ତକ ଏଠାରେ ଗୋଟିଏ ଥାଳିରେ ମୋତେ ଦିଅନ୍ତୁ। Viz kapitolaଓଡିଆ ବାଇବେଲ8 ଆଉ, ସେ ଆପଣା ମାଁ'ର ଶିକ୍ଷାରେ ପଡ଼ି କହିଲା ବାପ୍ତିଜକ ଯୋହନର ମସ୍ତକ ଏଠାରେ ଗୋଟିଏ ଥାଳିରେ ମୋତେ ଦିଅନ୍ତୁ । Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT8 ଆଉ, ସେ ଆପଣା ମାଆର ଶିକ୍ଷାରେ ପଡ଼ି କହିଲା ବାପ୍ତିଜକ ଯୋହନର ମସ୍ତକ ଏଠାରେ ଗୋଟିଏ ଥାଳିରେ ମୋତେ ଦିଅନ୍ତୁ। Viz kapitolaପବିତ୍ର ବାଇବଲ8 ହେରୋଦିଆଙ୍କ ପ୍ରରୋଚନାରେ ଝିଅ କହିଲା, “ମୋତେ ବାପ୍ତିଜକ ଯୋହନଙ୍କ ମୁଣ୍ଡ ଗୋଟିଏ ଥାଳିରେ ଆଣି ଏହିଠାରେ ଦିଅନ୍ତୁ।” Viz kapitola |