ମାଥିଉ 15:28 - ପବିତ୍ର ବାଇବଲ (CL) NT (BSI)28 ଯୀଶୁ ତା’ କଥାର ଉତ୍ତର ଦେଇ କହିଲେ, “ତୁମେ ଜଣେ ଦୃଡ଼ ବିଶ୍ୱାସିନୀ। ତୁମ ଇଚ୍ଛା ପୂର୍ଣ୍ଣ ହେବ।” ସେହି ମୁହୂର୍ତ୍ତରେ ତା’ର ଝିଅ ସୁସ୍ଥ ହେଲା। Viz kapitolaପବିତ୍ର ବାଇବଲ (Re-edited) - (BSI)28 ସେଥିରେ ଯୀଶୁତାହାକୁ ଉତ୍ତର ଦେଲେ, ଗୋ ନାରୀ, ତୁମ୍ଭର ବଡ଼ ବିଶ୍ଵାସ, ତୁମ୍ଭର ଇଚ୍ଛାନୁସାରେ ତୁମ୍ଭ ପ୍ରତି ଘଟୁ। ସେହି ଦଣ୍ତରୁ ତାହାର କନ୍ୟା ସୁସ୍ଥ ହେଲା। Viz kapitolaଓଡିଆ ବାଇବେଲ28 ସେଥିରେ ଯୀଶୁ ଉତ୍ତର ଦେଲେ, ଗୋ ନାରୀ, ତୁମ୍ଭର ବଡ଼ ବିଶ୍ୱାସ, ତୁମ୍ଭର ଇଚ୍ଛାନୁସାରେ ତୁମ୍ଭ ପ୍ରତି ଘଟୁ। ସେହି ମୁହୂର୍ତ୍ତରୁ ତାହାର କନ୍ୟା ସୁସ୍ଥ ହେଲା । Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT28 ସେଥିରେ ଯୀଶୁ ଉତ୍ତର ଦେଲେ, “ଗୋ ନାରୀ, ତୁମ୍ଭର ବଡ଼ ବିଶ୍ୱାସ, ତୁମ୍ଭର ଇଚ୍ଛାନୁସାରେ ତୁମ୍ଭ ପ୍ରତି ଘଟୁ।” ସେହି ମୁହୂର୍ତ୍ତରୁ ତାହାର କନ୍ୟା ସୁସ୍ଥ ହେଲା। Viz kapitolaପବିତ୍ର ବାଇବଲ28 ତା'ପରେ ଯୀଶୁ କହିଲେ, “ହେ ନାରୀ! ତୁମ୍ଭର ଗଭୀର ବିଶ୍ୱାସ ରହିଛି। ତୁମ୍ଭେ ମୋ'ଠାରୁ ଯାହା ଗ୍ଭହିଁଛ, ମୁଁ ତାହା କରିଦେବି।” ଏହା କହିବା ମାତ୍ରେ ସେହି ସ୍ତ୍ରୀର ଝିଅଟି ସମ୍ପୂର୍ଣ୍ଣ ରୂପେ ଭଲ ହୋଇଗଲା। Viz kapitola |