ମାଥିଉ 15:30 - ପବିତ୍ର ବାଇବଲ (CL) NT (BSI)30 ବହୁ ସଂଖ୍ୟାରେ ଲୋକମାନେ ଆସି ତାଙ୍କ ନିକଟରେ ଜମା ହେଲେ। ସେମାନେ ପଙ୍ଗୁ, ଅନ୍ଧ, ବିକଳାଙ୍ଗ ଓ ଅନେକ ପୀଡ଼ିତ ଲୋକମାନଙ୍କୁ ଆଣି ଯୀଶୁଙ୍କ ପାଦ ତଳେ ରଖିଲେ ଏବଂ ଯୀଶଉ ସେ ସମସ୍ତଙ୍କୁ ସୁସ୍ଥ କଲେ। Viz kapitolaପବିତ୍ର ବାଇବଲ (Re-edited) - (BSI)30 ପୁଣି, ବହୁସଂଖ୍ୟକ ଲୋକ ଖଞ୍ଜ, ପଙ୍ଗୁ, ଅନ୍ଧ, ମୂକ ଓ ଅନ୍ୟାନ୍ୟ ଅନେକଙ୍କୁ ସାଙ୍ଗରେ ଘେନି ତାହାଙ୍କ ଛାମୁକୁ ଆସିଲେ ଏବଂ ସେମାନଙ୍କୁ ତାହାଙ୍କ ପାଦ ତଳେ ଥୋଇଦେଲେ, ପୁଣି ସେ ସେମାନଙ୍କୁ ସୁସ୍ଥ କଲେ। Viz kapitolaଓଡିଆ ବାଇବେଲ30 ପୁଣି, ବହୁସଂଖ୍ୟକ ଲୋକ ଖଞ୍ଜ, ପଙ୍ଗୁ, ଅନ୍ଧ, ମୂକ ଓ ଅନ୍ୟାନ୍ୟ ଅନେକଙ୍କୁ ସାଙ୍ଗରେ ଘେନି ତାହାଙ୍କ ଛାମୁକୁ ଆସିଲେ ଏବଂ ସେମାନଙ୍କୁ ତାହାଙ୍କ ପାଦ ତଳେ ଥୋଇଦେଲେ, ପୁଣି, ସେ ସେମାନଙ୍କୁ ସୁସ୍ଥ କଲେ । Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT30 ପୁଣି, ବହୁସଂଖ୍ୟକ ଲୋକ ଖଞ୍ଜ, ପଙ୍ଗୁ, ଅନ୍ଧ, ମୂକ ଓ ଅନ୍ୟାନ୍ୟ ଅନେକଙ୍କୁ ସାଙ୍ଗରେ ଘେନି ତାହାଙ୍କ ଛାମୁକୁ ଆସିଲେ ଏବଂ ସେମାନଙ୍କୁ ତାହାଙ୍କ ପାଦ ତଳେ ଥୋଇଦେଲେ, ପୁଣି, ସେ ସେମାନଙ୍କୁ ସୁସ୍ଥ କଲେ। Viz kapitolaପବିତ୍ର ବାଇବଲ30 ଅନେକ ସଂଖ୍ୟାରେ ଲୋକମାନେ ତାହାଙ୍କ ପାଖକୁ ଆସିଲେ। ସେମାନେ ଅନେକ ଅନ୍ଧ, ମୂକ, ବଧିର, ଛୋଟା, ଅପଙ୍ଗ ଓ ଅନ୍ୟ ରୋଗୀମାନଙ୍କୁ ଯୀଶୁଙ୍କ ପାଖକୁ ଆଣିଲେ। ଯୀଶୁ ସେମାନଙ୍କୁ ସୁସ୍ଥ କରିଦେଲେ। Viz kapitola |