ମାଥିଉ 15:39 - ପବିତ୍ର ବାଇବଲ (CL) NT (BSI)39 ଏହା ପରେ ଯୀଶୁ ଲୋକମାନଙ୍କୁ ବିଦାୟ ଦେଇ ନୌକା ଚଢ଼ି ମଗଦାନ ଅଞ୍ଚଳକୁ ଗଲେ। Viz kapitolaପବିତ୍ର ବାଇବଲ (Re-edited) - (BSI)39 ଏଥିଉତ୍ତାରେ ସେ ଲୋକସମୂହକୁ ବିଦାୟ ଦେଇ ନୌକାରେ ଚଢ଼ି ମଗଦାନ ସୀମାକୁ ଆସିଲେ। Viz kapitolaଓଡିଆ ବାଇବେଲ39 ଏଥିଉତ୍ତାରେ ସେ ଲୋକସମୂହକୁ ବିଦାୟ ଦେଇ ନୌକାରେ ଚଢ଼ି ମଗଦାନ ସୀମାକୁ ଆସିଲେ । Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT39 ଏଥିଉତ୍ତାରେ ସେ ଲୋକସମୂହକୁ ବିଦାୟ ଦେଇ ନୌକାରେ ଚଢ଼ି ମଗଦାନ ସୀମାକୁ ଆସିଲେ। Viz kapitolaପବିତ୍ର ବାଇବଲ39 ସେମାନେ ଖାଇ ସାରିବା ପରେ ଯୀଶୁ ସେମାନଙ୍କୁ ଘରକୁ ଫେରିଯିବା ପାଇଁ କହିଲେ। ସେମାନଙ୍କୁ ବିଦାୟ କରିସାରି ଯୀଶୁ ଡଙ୍ଗାରେ ବସି ମଗ୍ଦାନ୍ ଅଞ୍ଚଳକୁ ଗଲେ। Viz kapitola |