ମାଥିଉ 15:8 - ପବିତ୍ର ବାଇବଲ (CL) NT (BSI)8 ‘ଈଶ୍ୱର କହୁଛନ୍ତି, ଏହି ଲୋକମାନେ କେବଳ କଥାରେ ମୋତେ ସମ୍ମାନ ଦିଅନ୍ତି, କିନ୍ତୁ ସେମାନଙ୍କ ହୃଦୟ ମୋ’ଠାରୁ ବହୁତ ଦୂରରେ। Viz kapitolaପବିତ୍ର ବାଇବଲ (Re-edited) - (BSI)8 ଏହି ଜାତି ମୁଖରେ ଆମ୍ଭକୁ ସମାଦର କରନ୍ତି, କିନ୍ତୁ ସେମାନଙ୍କ ହୃଦୟ ଆମ୍ଭଠାରୁ ଦୂରରେ ଥାଏ। Viz kapitolaଓଡିଆ ବାଇବେଲ8 ଏହି ଜାତି ମୁଖରେ ଆମ୍ଭକୁ ସମାଦର କରନ୍ତି, କିନ୍ତୁ ସେମାନଙ୍କ ହୃଦୟ ଆମ୍ଭଠାରୁ ଦୂରରେ ଥାଏ । Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT8 ‘ଏହି ଜାତି ମୁଖରେ ଆମ୍ଭକୁ ସମାଦର କରନ୍ତି, କିନ୍ତୁ ସେମାନଙ୍କ ହୃଦୟ ଆମ୍ଭଠାରୁ ଦୂରରେ ଥାଏ। Viz kapitolaପବିତ୍ର ବାଇବଲ8 ଏମାନେ କେବଳ ମୁଖରେ ମୋର ଆଦର କରନ୍ତି, କିନ୍ତୁ ସେମାନଙ୍କ ମନକଥା ମୋ'ଠାରୁ ବହୁତ ଦୂରରେ ରହିଥାଏ। Viz kapitola |