ମାଥିଉ 16:2 - ପବିତ୍ର ବାଇବଲ (CL) NT (BSI)2 କିନ୍ତୁ ଯୀଶୁ ଉତ୍ତର ଦେଲେ, “ସନ୍ଧ୍ୟାବେଳେ ଆକାଶ ଲାଲ ଦେଖାଗଲେ ପାଗ ଭଲ ହେବ ବୋଲି ତୁମେ କହିଥାଅ, Viz kapitolaପବିତ୍ର ବାଇବଲ (Re-edited) - (BSI)2 କିନ୍ତୁ ଯୀଶୁ ସେମାନଙ୍କୁ ଉତ୍ତର ଦେଲେ, ସନ୍ଧ୍ୟା ସମୟରେ ତୁମ୍ଭେମାନେ କହିଥାଅ, ଭଲ ପାଗ ହେବ, କାରଣ ଆକାଶ ଲାଲ ହୋଇଅଛି। Viz kapitolaଓଡିଆ ବାଇବେଲ2 କିନ୍ତୁ ଯୀଶୁ ସେମାନଙ୍କୁ ଉତ୍ତର ଦେଲେ, ସନ୍ଧ୍ୟା ସମୟରେ ତୁମ୍ଭେମାନେ କହିଥାଅ, ଭଲ ପାଗ ହେବ,କାରଣ ଆକାଶ ଲାଲ ହୋଇଅଛି । Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT2 କିନ୍ତୁ ଯୀଶୁ ସେମାନଙ୍କୁ ଉତ୍ତର ଦେଲେ, “ସନ୍ଧ୍ୟା ସମୟରେ ତୁମ୍ଭେମାନେ କହିଥାଅ, ‘ଭଲ ପାଗ ହେବ, କାରଣ ଆକାଶ ଲାଲ୍ ହୋଇଅଛି।’ Viz kapitolaପବିତ୍ର ବାଇବଲ2 ଯୀଶୁ ଉତ୍ତର ଦେଲେ, “ତୁମ୍ଭେମାନେ ସୂର୍ଯ୍ୟୋଦୟ ସମୟରେ ଆକାଶକୁ ଲାଲରଙ୍ଗ ହୋଇଥିବାର ଦେଖିଲେ କୁହ ଯେ, ପାଗ ଭଲ ରହିବ। Viz kapitola |