ମାଥିଉ 16:24 - ପବିତ୍ର ବାଇବଲ (CL) NT (BSI)24 ତତ୍ପରେ ଯୀଶଉ ଶିଷ୍ୟମାନଙ୍କୁ କହିଲେ, “ଯେ କେହି ମୋ’ ସାଙ୍ଗରେ ଆସିବାକୁ ଚାହେଁ, ତାକୁ ଆମଫତ୍ୟାଗୀ ହୋଇ ନିଜର କ୍ରୁଶ ବହନ କରିବାକୁ ହେବ ଏବଂ ମୋ’ ପଛେ ପଛେ ଚାଲିବାକୁ ପଡ଼ିବ। Viz kapitolaପବିତ୍ର ବାଇବଲ (Re-edited) - (BSI)24 ସେତେବେଳେ ଯୀଶୁ ଆପଣା ଶିଷ୍ୟମାନଙ୍କୁ କହିଲେ, କେହି ଯେବେ ମୋହର ଅନୁଗାମୀ ହେବାକୁ ଇଚ୍ଛା କରେ, ତେବେ ସେ ଆପଣାକୁ ଅସ୍ଵୀକାର କରୁ, ପୁଣି ଆପଣା କ୍ରୁଶ ଘେନିମୋହର ଅନୁଗମନ କରୁ। Viz kapitolaଓଡିଆ ବାଇବେଲ24 ସେତେବେଳେ ଯୀଶୁ ଆପଣା ଶିଷ୍ୟମାନଙ୍କୁ କହିଲେ, କେହି ଯେବେ ମୋହର ଅନୁଗାମୀ ହେବାକୁ ଇଚ୍ଛା କରେ, ତେବେ ସେ ଆପଣାକୁ ଅସ୍ୱୀକାର କରୁ, ପୁଣି, ଆପଣା କ୍ରୁଶ ନେଇ ମୋହର ଅନୁଗମନ କରୁ । Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT24 ସେତେବେଳେ ଯୀଶୁ ଆପଣା ଶିଷ୍ୟମାନଙ୍କୁ କହିଲେ, “କେହି ଯେବେ ମୋହର ଅନୁଗାମୀ ହେବାକୁ ଇଚ୍ଛା କରେ, ତେବେ ସେ ଆପଣାକୁ ଅସ୍ୱୀକାର କରୁ, ପୁଣି, ଆପଣା କ୍ରୁଶ ନେଇ ମୋହର ଅନୁଗମନ କରୁ। Viz kapitolaପବିତ୍ର ବାଇବଲ24 ତା'ପରେ ଯୀଶୁ ତାହାଙ୍କର ଶିଷ୍ୟମାନଙ୍କୁ କହିଲେ, “ଯଦି କେହି ଲୋକ ମୋର ଅନୁସରଣ କରିବାକୁ ଇଚ୍ଛା କରୁଛି, ତେବେ ସେ ନିଜ ବିଷୟରେ ଭୁଲିଯାଉ। ସେ ଲୋକକୁ ଦିଆଯାଇଥିବା ଯାତନାର କ୍ରୁଶ ବହନ କରୁ, ତା'ପରେ ସେ ମୋର ଅନୁସରଣ କରିବା ଉଚିତ୍। Viz kapitola |