ମାଥିଉ 16:28 - ପବିତ୍ର ବାଇବଲ (CL) NT (BSI)28 ମୁଁ ତୁମ୍ଭମାନଙ୍କୁ ନିଶ୍ଚିତଭାବେ କହୁଛି, ମନୁଷ୍ୟ ପୁତ୍ର ରାଜା ହୋଇ ଆସିବା ପର୍ଯ୍ୟନ୍ତୁ ଏଠାରେ ଉପସ୍ଥିତ ଥିବା କେତେଜଣ ମୃତ୍ୟ ଭୋଗ କରିବେ ନାହିଁ।” Viz kapitolaପବିତ୍ର ବାଇବଲ (Re-edited) - (BSI)28 ମୁଁ ତୁମ୍ଭମାନଙ୍କୁ ସତ୍ୟ କହୁଅଛି, ମନୁଷ୍ୟପୁତ୍ରଙ୍କର ଆପଣା ରାଜ୍ୟରେ ଆଗମନ ନ ଦେଖିବା ପର୍ଯ୍ୟନ୍ତ ଏଠାରେ ଠିଆ ହୋଇଥିବା ଲୋକମାନଙ୍କ ମଧ୍ୟରୁ କେତେକ କୌଣସି ପ୍ରକାରେ ମୃତ୍ୟୁର ଆସ୍ଵାଦ ପାଇବେ ନାହିଁ। Viz kapitolaଓଡିଆ ବାଇବେଲ28 ମୁଁ ତୁମ୍ଭମାନଙ୍କୁ ସତ୍ୟ କହୁଅଛି, ମନୁଷ୍ୟପୁତ୍ରଙ୍କର ଆପଣା ରାଜ୍ୟରେ ଆଗମନ ନ ଦେଖିବା ପର୍ଯ୍ୟନ୍ତ ଏଠାରେ ଠିଆ ହୋଇଥିବା ଲୋକମାନଙ୍କ ମଧ୍ୟରୁ କେତେକ କୌଣସି ପ୍ରକାରେ ମୃତ୍ୟୁର ଅାସ୍ୱାଦ ପାଇବେ ନାହିଁ । Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT28 ମୁଁ ତୁମ୍ଭମାନଙ୍କୁ ସତ୍ୟ କହୁଅଛି, ମନୁଷ୍ୟପୁତ୍ରଙ୍କର ଆପଣା ରାଜ୍ୟରେ ଆଗମନ ନ ଦେଖିବା ପର୍ଯ୍ୟନ୍ତ ଏଠାରେ ଠିଆ ହୋଇଥିବା ଲୋକମାନଙ୍କ ମଧ୍ୟରୁ କେତେକ କୌଣସି ପ୍ରକାରେ ମୃତ୍ୟୁର ଅାସ୍ୱାଦ ପାଇବେ ନାହିଁ।” Viz kapitolaପବିତ୍ର ବାଇବଲ28 ମୁଁ ତୁମ୍ଭକୁ ସତ୍ୟ କହୁଛି, ଏଠାରେ କେତେକ ଲୋକ ଠିଆ ହୋଇଛନ୍ତି, ଯେଉଁମାନେ ସେମାନଙ୍କ ମୃତ୍ୟୁ ପୂର୍ବରୁ ମନୁଷ୍ୟପୁତ୍ରଙ୍କୁ ତାହାଙ୍କ ରାଜ୍ୟ ସହିତ ଆସୁଥିବାର ଦେଖିବେ।” Viz kapitola |