Online Bible

- Reklamy -




ମାଥିଉ 16:3 - ପବିତ୍ର ବାଇବଲ (CL) NT (BSI)

3 ପୁଣି ପ୍ରତ୍ୟୁଷରେ ଆକାଶ ଲାଲ ଓ ଅନ୍ଧାର ଦେଖାଗଲେ ବର୍ଷା ହେବାର ସୂଚନା ପାଇଥାଅ। ଆକାଶକୁ ଦେଖି ପାଗ କଥା ଆଗରୁ ଜାଣିପାର। କିନ୍ତୁ ବର୍ତ୍ତମାନ ସମୟର ସଙ୍କେତଗୁଡ଼ିକୁ ତୁମେ ବୁଝିପାରୁ ନାହିଁ।

Viz kapitola kopírovat

ପବିତ୍ର ବାଇବଲ (Re-edited) - (BSI)

3 ଆଉ, ପ୍ରାତଃକାଳରେ କହିଥାଅ, ଆଜି ଝଡ଼ ହେବ, କାରଣ ଆକାଶ ଲାଲ ଓ ମେଘୁଆ ହୋଇଅଛି। ତୁମ୍ଭେମାନେ ଆକାଶର ଲକ୍ଷଣର ଭେଦାଭେଦ ବୁଝି ପାରୁଅଛ, କିନ୍ତୁ କାଳର ଲକ୍ଷଣସବୁ ବୁଝି ପାରୁ ନାହଁ?

Viz kapitola kopírovat

ଓଡିଆ ବାଇବେଲ

3 ଆଉ ପ୍ରାତଃକାଳରେ କହିଥାଅ, ଆଜି ଝଡ଼ ହେବ, କାରଣ ଆକାଶ ଲାଲ ଓ ମେଘୁଆ ହୋଇଅଛି । ତୁମ୍ଭେମାନେ ଆକାଶର ଲକ୍ଷଣର ଭେଦାଭେଦ ବୁଝି ପାରୁଅଛ, କିନ୍ତୁ କାଳର ଲକ୍ଷଣସବୁ ବୁଝି ପାରୁ ନାହଁ ?

Viz kapitola kopírovat

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

3 ଆଉ ପ୍ରାତଃକାଳରେ କହିଥାଅ, ‘ଆଜି ଝଡ଼ ହେବ, କାରଣ ଆକାଶ ଲାଲ୍ ଓ ମେଘୁଆ ହୋଇଅଛି।’ ତୁମ୍ଭେମାନେ ଆକାଶର ଲକ୍ଷଣର ଭେଦାଭେଦ ବୁଝି ପାରୁଅଛ, କିନ୍ତୁ କାଳର ଲକ୍ଷଣସବୁ ବୁଝି ପାରୁ ନାହଁ?

Viz kapitola kopírovat

ପବିତ୍ର ବାଇବଲ

3 ତୁମ୍ଭେମାନେ ସୂର୍ଯ୍ୟାସ୍ତ ସମୟରେ ଆକାଶକୁ ଲାଲ ରଙ୍ଗର ଓ ମେଘୁଆ ଥିବାର ଦେଖିଲେ କୁହ ଯେ ଆଜି ଝଡ଼ ହେବ। ଏଗୁଡ଼ିକ ପାଗର ଲକ୍ଷଣ। ତୁମ୍ଭେ ଏହି ଲକ୍ଷଣଗୁଡ଼ିକ ଆକାଶରେ ଦେଖ ଓ ସେଗୁଡ଼ିକର ଅର୍ଥ ବୁଝ। ସେହିଭଳି ତୁମ୍ଭେ ବର୍ତ୍ତମାନ ଘଟୁଥିବା ଘଟଣାଗୁଡ଼ିକୁ ଦେଖୁଛ। ଏଗୁଡ଼ିକ ମଧ୍ୟ ଏପ୍ରକାର ଲକ୍ଷଣ, କିନ୍ତୁ ଏଗୁଡ଼ିକର ଅର୍ଥ ବୁଝିବାକୁ ତୁମ୍ଭେ ସମର୍ଥ ହୋଇ ପାରୁନ।

Viz kapitola kopírovat




ମାଥିଉ 16:3

Následuj nás:

Reklamy


Reklamy