ମାଥିଉ 16:8 - ପବିତ୍ର ବାଇବଲ (CL) NT (BSI)8 ସେମାନେ କ’ଣ କହୁଥଲେ ଜାଣିପରେି ଯୀଶୁ ସେମାନଙ୍କୁ କହିଲେ, “ତୁମ ପାଖରେ ରୋଟୀ ନାହି ବୋଲି କାହିଁକି ବ୍ୟସ୍ତ ହେଉଛ? ତୁମ୍ଭମାନର ବିଶ୍ୱାସ କେଡ଼େ ଦୂର୍ବଳ। Viz kapitolaପବିତ୍ର ବାଇବଲ (Re-edited) - (BSI)8 କିନ୍ତୁ ଯୀଶୁ ତାହା ଜାଣି କହିଲେ, ହେ ଅଳ୍ପବିଶ୍ଵାସୀ-ମାନେ, ତୁମ୍ଭମାନଙ୍କ ପାଖରେ ରୋଟୀ ନାହିଁ ବୋଲି କାହିଁକି ପରସ୍ପର ତର୍କବିତର୍କ କରୁଅଛ? Viz kapitolaଓଡିଆ ବାଇବେଲ8 କିନ୍ତୁ ଯୀଶୁ ତାହା ଜାଣି କହିଲେ, ହେ ଅଳ୍ପ ବିଶ୍ୱାସୀମାନେ, ତୁମ୍ଭମାନଙ୍କ ପାଖରେ ରୁଟି ନାହିଁ ବୋଲି କାହିଁକି ପରସ୍ପର ତର୍କବିତର୍କ କରୁଅଛ ? Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT8 କିନ୍ତୁ ଯୀଶୁ ତାହା ଜାଣି କହିଲେ, “ହେ ଅଳ୍ପ ବିଶ୍ୱାସୀମାନେ, ତୁମ୍ଭମାନଙ୍କ ପାଖରେ ରୁଟି ନାହିଁ ବୋଲି କାହିଁକି ପରସ୍ପର ତର୍କବିତର୍କ କରୁଅଛ? Viz kapitolaପବିତ୍ର ବାଇବଲ8 ସେମାନେ ଯାହା କୁହା କୁହି ହେଉଥିଲେ ଯୀଶୁ ତାହା ଜାଣି ପାରିଲେ। ସେ କହିଲେ, “ତୁମ୍ଭେ ରୋଟୀ ନ ଥିବା କଥା କାହିଁକି ତୁମ୍ଭଭିତରେ କୁହାକୁହି ହେଉଛ? ତୁମ୍ଭର ବିଶ୍ୱାସ ଅଳ୍ପ। Viz kapitola |