ମାଥିଉ 17:17 - ପବିତ୍ର ବାଇବଲ (CL) NT (BSI)17 ଯୀଶୁ କହିଲେ, “କେଡ଼େ ଅବିଶ୍ୱାସୀ ଓ ଭ୍ରାନ୍ତ ତୁମ୍ଭମାନେ! ତୁମ ସହିତ ମୁଁ ଆଉ ମେତେ ଦିନ ରହିବି? ଆଉ ମେତେ କାଳ ତୁମ୍ଭମାନଙ୍କ ବ୍ୟବହାର ସହିବି? ସେ ପୁଅଟିକୁ ମୋ’ ନିକଟକୁ ନେଇ ଆସ।” Viz kapitolaପବିତ୍ର ବାଇବଲ (Re-edited) - (BSI)17 ଯୀଶୁ ଉତ୍ତର ଦେଲେ, ଆରେ ଅବିଶ୍ଵାସୀ ଓ ବିପଥଗାମୀ ବଂଶ, କେତେ କାଳ ମୁଁ ତୁମ୍ଭମାନଙ୍କ ସାଙ୍ଗରେ ରହିବି? କେତେକାଳ ତୁମ୍ଭମାନଙ୍କ ବ୍ୟବହାର ସହିବି? ତାହାକୁ ଏଠିକି ମୋʼ ପାଖକୁ ଆଣ। Viz kapitolaଓଡିଆ ବାଇବେଲ17 ଯୀଶୁ ଉତ୍ତର ଦେଲେ, ଆରେ ଅବିଶ୍ୱାସୀ ଓ ବିପଥଗାମୀ ବଂଶ, କେତେ କାଳ ମୁଁ ତୁମ୍ଭମାନଙ୍କ ସାଙ୍ଗରେ ରହିବି ? କେତେ କାଳ ତୁମ୍ଭମାନଙ୍କ ବ୍ୟବହାର ସହିବି ? ତାହାକୁ ଏଠିକି ମୋ ପାଖକୁ ଆଣ । Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT17 ଯୀଶୁ ଉତ୍ତର ଦେଲେ, “ଆରେ ଅବିଶ୍ୱାସୀ ଓ ବିପଥଗାମୀ ବଂଶ, କେତେ କାଳ ମୁଁ ତୁମ୍ଭମାନଙ୍କ ସାଙ୍ଗରେ ରହିବି? କେତେ କାଳ ତୁମ୍ଭମାନଙ୍କ ବ୍ୟବହାର ସହିବି? ତାହାକୁ ଏଠିକି ମୋ ପାଖକୁ ଆଣ।” Viz kapitolaପବିତ୍ର ବାଇବଲ17 ଯୀଶୁ କହିଲେ, “ତୁମ୍ଭମାନଙ୍କର ବିଶ୍ୱାସ ନାହିଁ। ତୁମ୍ଭେମାନେ ମନ୍ଦ ଜୀବନ କାଟୁଛ। ମୁଁ ଆଉ କେତେଦିନ ତୁମ୍ଭମାନଙ୍କ ସହିତ ରହିବି? କେତେ ସମୟ ପର୍ଯ୍ୟନ୍ତ ମୋର ଧୈର୍ଯ୍ୟ ରହିବ? ସେ ପିଲାଟିକୁ ମୋ’ ପାଖକୁ ଆଣ।” Viz kapitola |