ମାଥିଉ 17:2 - ପବିତ୍ର ବାଇବଲ (CL) NT (BSI)2 ଶିଷ୍ୟମାନେ ଦେଖୁ ଦେଖୁ ଯୀଶୁଙ୍କର ଗୋଟିଏ ଅପୂର୍ବ ପରିବର୍ତ୍ତନ ହେଲା। ତାଙ୍କ ମୁଖ ସୂର୍ଯ୍ୟପରି ଉଜ୍ଜ୍ୱଳ ହେଲା ଏବଂ ତାଙ୍କ ପୋଷାକ ଆଲୋକ ପରି ଶୁଭ୍ର ଦେଖାଗଲା। Viz kapitolaପବିତ୍ର ବାଇବଲ (Re-edited) - (BSI)2 ଆଉ, ସେ ସେମାନଙ୍କ ସାକ୍ଷାତରେ ରୂପାନ୍ତରିତ ହେଲେ; ତାହାଙ୍କର ମୁଖ ସୂର୍ଯ୍ୟ ପରି ଉଜ୍ଜ୍ଵଳ ଓ ତାହାଙ୍କ ବସ୍ତ୍ର ଆଲୋକ ପରି ଶୁଭ୍ରବର୍ଣ୍ଣ ହେଲା। Viz kapitolaଓଡିଆ ବାଇବେଲ2 ଆଉ ସେ ସେମାନଙ୍କ ଆଗରେ ରୂପାନ୍ତରିତ ହେଲେ; ତାହାଙ୍କର ମୁଖ ସୂର୍ଯ୍ୟ ପରି ଉଜ୍ଜ୍ୱଳ ଓ ତାହାଙ୍କ ବସ୍ତ୍ର ଆଲୋକ ପରି ଶୁଭ୍ରବର୍ଣ୍ଣ ହେଲା । Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT2 ଆଉ ସେ ସେମାନଙ୍କ ଆଗରେ ରୂପାନ୍ତରିତ ହେଲେ; ତାହାଙ୍କର ମୁଖ ସୂର୍ଯ୍ୟ ପରି ଉଜ୍ଜ୍ୱଳ ଓ ତାହାଙ୍କ ବସ୍ତ୍ର ଆଲୋକ ପରି ଶୁଭ୍ରବର୍ଣ୍ଣ ହେଲା। Viz kapitolaପବିତ୍ର ବାଇବଲ2 ସେମାନଙ୍କ ଆଗରେ ଯୀଶୁଙ୍କ ସ୍ୱରୂପ ବଦଳିଗଲା। ତାହାଙ୍କର ମୁଖ ସୂର୍ଯ୍ୟ ଭଳି ଝଲସି ଉଠିଲା। ତାହାଙ୍କର ପୋଷାକ ଆଲୋକ ଭଳି ଧଳା ଦେଖାଗଲା। Viz kapitola |