Online Bible

- Reklamy -




ମାଥିଉ 17:20 - ପବିତ୍ର ବାଇବଲ (CL) NT (BSI)

20 ଯୀଶୁ ଉତ୍ତର ଦେଲେ, “ତୁମ୍ଭମାନଙ୍କ ବିଶ୍ୱାସ ଖୁବ୍ ଦୁର୍ବଳ। ମୁଁ ତୁମ୍ଭମାନଙ୍କୁ ଦୃଢ଼ ଭାବରେ କହୁଛି, ଯଦି ଗୋଟିଏ ସୋରିଷ ପରିମାଣରେ ତୁମର ବିଶ୍ୱାଦସ ଥାଏ, ଏହି ପାହାଡ଼କୁ ଏଠାରୁ ସେଠାକୁ ଘୁଞ୍ଚି ଯିବାକୁ କହିଲେ, ତାହା ଘୁଞ୍ଚି ଯିବ। ବିଶ୍ୱାସ ବଳରେ ତୁମେ ସବୁ କରିପାରିବ।”

Viz kapitola kopírovat

ପବିତ୍ର ବାଇବଲ (Re-edited) - (BSI)

20 ଯୀଶୁ ସେମାନଙ୍କୁ କହିଲେ, ତୁମ୍ଭମାନଙ୍କ ଅଳ୍ପ ବିଶ୍ଵାସ ସକାଶେ, କାରଣ ମୁଁ ତୁମ୍ଭମାନଙ୍କୁ ସତ୍ୟ କହୁଅଛି, ଯଦି ଗୋଟିଏ ସୋରିଷଦାନା ପରି ତୁମ୍ଭମାନଙ୍କର ବିଶ୍ଵାସ ଥାଏ, ତାହାହେଲେ ଏହି ପର୍ବତକୁ ‘ଏଠାରୁ ସେଠାକୁ ଘୁଞ୍ଚିଯାʼ ବୋଲି କହିଲେ ତାହା ଘୁଞ୍ଚିଯିବ, ଆଉ କିଛି ହିଁ ତୁମ୍ଭମାନଙ୍କର ଅସାଧ୍ୟ ହେବ ନାହିଁ।

Viz kapitola kopírovat

ଓଡିଆ ବାଇବେଲ

20 ସେ ସେମାନଙ୍କୁ କହିଲେ, ତୁମ୍ଭମାନଙ୍କ ଅଳ୍ପ ବିଶ୍ୱାସ ସକାଶେ, କାରଣ ମୁଁ ତୁମ୍ଭମାନଙ୍କୁ ସତ୍ୟ କହୁଅଛି, ଯଦି ଗୋଟିଏ ସୋରିଷ ଦାନା ପରି ତୁମ୍ଭମାନଙ୍କର ବିଶ୍ୱାସ ଥାଏ, ତାହାହେଲେ ଏହି ପର୍ବତକୁ 'ଏଠାରୁ ସେଠାକୁ ଘୁଞ୍ଚିଯା' ବୋଲି କହିଲେ ତାହା ଘୁଞ୍ଚିଯିବ, ଆଉ କିଛି ହିଁ ତୁମ୍ଭମାନଙ୍କର ଅସାଧ୍ୟ ହେବ ନାହିଁ ।

Viz kapitola kopírovat

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

20 ସେ ସେମାନଙ୍କୁ କହିଲେ, “ତୁମ୍ଭମାନଙ୍କ ଅଳ୍ପ ବିଶ୍ୱାସ ସକାଶେ, କାରଣ ମୁଁ ତୁମ୍ଭମାନଙ୍କୁ ସତ୍ୟ କହୁଅଛି, ଯଦି ଗୋଟିଏ ସୋରିଷ ଦାନା ପରି ତୁମ୍ଭମାନଙ୍କର ବିଶ୍ୱାସ ଥାଏ, ତାହାହେଲେ ଏହି ପର୍ବତକୁ ‘ଏଠାରୁ ସେଠାକୁ ଘୁଞ୍ଚିଯା’ ବୋଲି କହିଲେ ତାହା ଘୁଞ୍ଚିଯିବ, ଆଉ କିଛି ହିଁ ତୁମ୍ଭମାନଙ୍କର ଅସାଧ୍ୟ ହେବ ନାହିଁ।

Viz kapitola kopírovat

ପବିତ୍ର ବାଇବଲ

20 ଯୀଶୁ କହିଲେ, “ତାହା କେବଳ ତୁମ୍ଭର ଅଳ୍ପ ବିଶ୍ୱାସର ଯୋଗୁଁ ହେଲା। ମୁଁ ତୁମ୍ଭକୁ ସତ୍ୟ କହୁଛି, ତୁମ୍ଭର ଯଦି ଗୋଟିଏ ସୋରିଷ ଦାନା ପରିମାଣର ମଧ୍ୟ ବିଶ୍ୱାସ ଅଛି, ତେବେ ତୁମ୍ଭେ ଏହି ପର୍ବତକୁ କହିପାରିବ, ‘ଏ ଜାଗାରୁ ସେ ଜାଗାକୁ ଗ୍ଭଲିଯାଅ,’ ଏବଂ ପର୍ବତ ଗ୍ଭଲିଯିବ। ତୁମ୍ଭ ପାଇଁ କିଛି ଅସମ୍ଭବ ହୋଇ ରହିବ ନାହିଁ।’’

Viz kapitola kopírovat




ମାଥିଉ 17:20

Následuj nás:

Reklamy


Reklamy