ମାଥିଉ 17:24 - ପବିତ୍ର ବାଇବଲ (CL) NT (BSI)24 ଯୀଶୁ ଓ ତାଙ୍କ ଶିଷ୍ୟମାନେ କପର୍ନାହୂମକୁ ଆସିବା ପରେ ମନ୍ଦିର-ଶୁଲ୍କ ଦିଅନ୍ତି କି?” Viz kapitolaପବିତ୍ର ବାଇବଲ (Re-edited) - (BSI)24 ଏଥିମଧ୍ୟରେ ସେମାନେ କଫର୍ନାହୂମକୁ ଆସନ୍ତେ, ମନ୍ଦିରର କରଆଦାୟକାରୀ ଲୋକେ ପିତରଙ୍କ ନିକଟକୁ ଆସି ପଚାରିଲେ, ତୁମ୍ଭମାନଙ୍କର ଗୁରୁ କଅଣ ମନ୍ଦିରର କର ଦିଅନ୍ତି ନାହିଁ? Viz kapitolaଓଡିଆ ବାଇବେଲ24 ଏଥିମଧ୍ୟରେ ସେମାନେ କଫର୍ନାହୂମକୁ ଆସନ୍ତେ ମନ୍ଦିରର କର ଆଦାୟକାରୀ ଲୋକେ ପିତରଙ୍କ ନିକଟକୁ ଆସି ପଚାରିଲେ, ତୁମ୍ଭମାନଙ୍କର ଗୁରୁ କ'ଣ ମନ୍ଦିରର କର ଦିଅନ୍ତି ନାହିଁ ? Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT24 ଏଥିମଧ୍ୟରେ ସେମାନେ କଫର୍ନାହୂମ ନଗରକୁ ଆସନ୍ତେ ମନ୍ଦିରର କର ଆଦାୟକାରୀ ଲୋକେ ପିତରଙ୍କ ନିକଟକୁ ଆସି ପଚାରିଲେ, ତୁମ୍ଭମାନଙ୍କର ଗୁରୁ କଅଣ ମନ୍ଦିରର କର ଦିଅନ୍ତି ନାହିଁ? Viz kapitolaପବିତ୍ର ବାଇବଲ24 ଯୀଶୁ ଓ ତାହାଙ୍କ ଶିଷ୍ୟମାନେ କଫର୍ନାହୂମକୁ ଗଲେ। କଫର୍ନାହୂମରେ କେତେକ ଲୋକ ପିତରଙ୍କ ପାଖକୁ ଆସିଲେ। ଯେଉଁମାନେ ମନ୍ଦିରର କରଆଦାୟ କରନ୍ତି, ସେମାନେ ସେହି ଲୋକ ଥିଲେ। ସେମାନେ ପଗ୍ଭରିଲେ, “ତୁମ୍ଭର ଗୁରୁ ମନ୍ଦିରର ‘ଦୁଇ-ଡ୍ରକ୍ମା’ କର ଦିଅନ୍ତି କି?” Viz kapitola |