ମାଥିଉ 17:27 - ପବିତ୍ର ବାଇବଲ (CL) NT (BSI)27 କିନ୍ତୁ ଆମେ ଏବେ ସେମାନଙ୍କୁ ଅପମାନିତ କରିବାକୁ ଚାହୁଁନୁ। ତୁମେ ହ୍ରଦକୁ ଯାଇ ବନଶୀ ପକାଅ। ପ୍ରଥମେ ଯେଉଁ ମାଛଟି ପଡ଼ିବ, ତା’ ପାଟିରୁ ଗୋଟିଏ ମୁଦ୍ରା ପାଇବ। ତାହା ନେଇ ମୋ’ ପାଇଁ ଓ ତୁମ ପାଇଁ ଓ ତୁମ ପାଇଁ ମନ୍ଦିର-ଶୁଳକକ ଦେଇଦିଅ।” Viz kapitolaପବିତ୍ର ବାଇବଲ (Re-edited) - (BSI)27 କିନ୍ତୁ ଆମ୍ଭେମାନେ ଯେପରି ସେମାନଙ୍କ ବିଘ୍ନର କାରଣ ନ ହେଉ, ଏଥିପାଇଁ ସମୁଦ୍ରକୁ ଯାଇ ବନଶି ପକାଅ, ଆଉ ପ୍ରଥମେ ଯେଉଁ ମାଛ ପଡ଼ିବ, ତାହାକୁ ଧରି ତାହାର ମୁଖ ଫିଟାଇଲେ ଗୋଟିଏ ରୌପ୍ୟ ମୁଦ୍ରା ପାଇବ; ତାହା ଘେନି ମୋʼ ପାଇଁ ଓ ତୁମ୍ଭ ପାଇଁ ସେମାନଙ୍କୁ ଦିଅ। Viz kapitolaଓଡିଆ ବାଇବେଲ27 କିନ୍ତୁ ଆମ୍ଭେମାନେ ଯେପରି ସେମାନଙ୍କ ବିଘ୍ନର କାରଣ ନ ହେଉ, ଏଥିପାଇଁ ସମୁଦ୍ରକୁ ଯାଇ ବନ୍ଶୀ କଣ୍ଟା ପକାଅ, ଆଉ ପ୍ରଥମେ ଯେଉଁ ମାଛ ପଡ଼ିବ, ତାହାକୁ ଧରି ତାହାର ମୁଖ ଫିଟାଇଲେ ଗୋଟିଏ ରୌପ୍ୟମୁଦ୍ରା ପାଇବ; ତାହା ନେଇ ମୋ ପାଇଁ ଓ ତୁମ୍ଭ ପାଇଁ ସେମାନଙ୍କୁ ଦିଅ । Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT27 କିନ୍ତୁ ଆମ୍ଭେମାନେ ଯେପରି ସେମାନଙ୍କ ବିଘ୍ନର କାରଣ ନ ହେଉ, ଏଥିପାଇଁ ସମୁଦ୍ରକୁ ଯାଇ ବନଶି ପକାଅ, ଆଉ ପ୍ରଥମେ ଯେଉଁ ମାଛ ପଡ଼ିବ, ତାହାକୁ ଧରି ତାହାର ମୁଖ ଫିଟାଇଲେ ଗୋଟିଏ ରୌପ୍ୟ-ମୁଦ୍ରା ପାଇବ; ତାହା ନେଇ ମୋ ପାଇଁ ଓ ତୁମ୍ଭ ପାଇଁ ସେମାନଙ୍କୁ ଦିଅ।” Viz kapitolaପବିତ୍ର ବାଇବଲ27 କିନ୍ତୁ ଏହି କରଆଦାୟକାରୀଙ୍କୁ ଆମ୍ଭେ କ୍ରୋଧିତ କରିବା ନାହିଁ। ତେଣୁ କର ଏହିଭଳି ଭାବରେ ଦେଇଦିଅ: ହ୍ରଦକୁ ଯାଅ। ତୁମ୍ଭର ମାଛ ଧର। ତୁମ୍ଭେ ଧରିଥିବା ପ୍ରଥମ ମାଛଟି ଆଣ, ତା'ର ପାଟି ଖୋଲ। ତା ପାଟିରୁ ତୁମ୍ଭେ ଗ୍ଭରୋଟି ରୌପ୍ୟ ମୁଦ୍ରା ପାଇବ। ସେ ମୁଦ୍ରାଗୁଡ଼ିକୁ ଆଣି ମୋ’ ପାଇଁ ଓ ତୁମ୍ଭ ପାଇଁ ଟିକସ ଆଦାୟକାରୀଙ୍କୁ ଦେଇଦିଅ।” Viz kapitola |