ମାଥିଉ 18:16 - ପବିତ୍ର ବାଇବଲ (CL) NT (BSI)16 ଯଦି ସେ ଶୁଣେ ନାହିଁ, ଜଣେ ବା ଦୁଇ ଜଣ ଲୋକଙ୍କୁ ନେଇ ତା’ ପାଖକୁ ଯାଅ। ଆମ ଶାସ୍ତ୍ରର ବ୍ୟବସ୍ଥା ଅନୁଯାୟୀ, “ଜଣେ ବା ଦୁଇଜଣ ସାକ୍ଷୀଙ୍କ ମୁହଁରେ ତୁମ ଅଭିଯୋଗ ସତ୍ୟ ବୋଲି ପ୍ରମାଣିତ ହେଉ।” Viz kapitolaପବିତ୍ର ବାଇବଲ (Re-edited) - (BSI)16 କିନ୍ତୁ ଯଦି ସେ ନ ଶୁଣେ, ତାହାହେଲେ ତୁମ୍ଭ ସାଙ୍ଗରେ ଆଉ ଜଣେ ବା ଦୁଇ ଜଣଙ୍କୁ ଘେନିଯାଅ, ଯେପରି ଦୁଇ ବା ତିନି ସାକ୍ଷୀଙ୍କ ମୁଖରେ ସମସ୍ତ କଥା ସ୍ଥିର କରାଯିବ। Viz kapitolaଓଡିଆ ବାଇବେଲ16 କିନ୍ତୁ ଯଦି ସେ ନ ଶୁଣେ, ତେବେ ତୁମ୍ଭ ସାଙ୍ଗରେ ଆଉ ଜଣେ ବା ଦୁଇ ଜଣକୁ ନେଇ ଯାଅ, ଯେପରି ଦୁଇ ବା ତିନି ସାକ୍ଷୀଙ୍କ ମୁଖରେ ସମସ୍ତ କଥା ସ୍ଥିର କରାଯିବ । Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT16 କିନ୍ତୁ ଯଦି ସେ ନ ଶୁଣେ, ତେବେ ତୁମ୍ଭ ସାଙ୍ଗରେ ଆଉ ଜଣେ ବା ଦୁଇ ଜଣକୁ ନେଇ ଯାଅ, ଯେପରି ଦୁଇ ବା ତିନି ସାକ୍ଷୀଙ୍କ ମୁଖରେ ସମସ୍ତ କଥା ସ୍ଥିର କରାଯିବ। Viz kapitolaପବିତ୍ର ବାଇବଲ16 ଯଦି ସେ ଲୋକ କିଛି ଶୁଣିବାକୁ ମନା କରିଦିଏ ତେବେ ଜଣେ ବା ଦୁଇଜଣ ଲୋକଙ୍କୁ ନେଇ ପୁଣି ଥରେ ତା’ ପାଖକୁ ଯାଅ। ତେବେ ଯାହାକିଛି କୁହାଯାଇଛି, ଦୁଇ ବା ତିନି ଜଣ ସାକ୍ଷୀଙ୍କ ଦ୍ୱାରା ତାହା ସମର୍ଥିତ ହେବ। Viz kapitola |