Online Bible

- Reklamy -




ମାଥିଉ 18:19 - ପବିତ୍ର ବାଇବଲ (CL) NT (BSI)

19 “କେବଳ ସେତିକି ନୁହେଁ, ଯେତେବେଳେ ତୁମ ମଧ୍ୟରୁ ଦୁଇଜଣ ଯେ କୌଣସି ବିଷୟରେ ଏକମତ ହୋଇ ସେଥିପାଇଁ ପ୍ରାର୍ଥନା କରିବ, ମୋର ସ୍ୱର୍ଗସ୍ଥ ପିତା ତୁମର ସେହି ଇଚ୍ଛା ପୂରଣ କରିବେ।

Viz kapitola kopírovat

ପବିତ୍ର ବାଇବଲ (Re-edited) - (BSI)

19 ପୁନଶ୍ଚ, ମୁଁ ତୁମ୍ଭମାନଙ୍କୁ ସତ୍ୟ କହୁଅଛି, ପୃଥିବୀରେ ତୁମ୍ଭମାନଙ୍କ ମଧ୍ୟରୁ ଦୁଇ ଜଣ ଯେକୌଣସି ବିଷୟରେ ଏକମନା ହୋଇ ଯାହା କିଛି ମାଗିବେ, ତାହା ମୋହର ସ୍ଵର୍ଗସ୍ଥ ପିତାଙ୍କ କର୍ତ୍ତୃକ ସେମାନଙ୍କ ପ୍ରତି ଘଟିବ।

Viz kapitola kopírovat

ଓଡିଆ ବାଇବେଲ

19 ପୁନଶ୍ଚ, ମୁଁ ତୁମ୍ଭମାନଙ୍କୁ ସତ୍ୟ କହୁଅଛି, ପୃଥିବୀରେ ତୁମ୍ଭମାନଙ୍କ ମଧ୍ୟରୁ ଦୁଇ ଜଣ ଯେକୌଣସି ବିଷୟ ଏକମନା ହୋଇ ଯାହା କିଛି ମାଗିବେ, ତାହା ମୋହର ସ୍ୱର୍ଗସ୍ଥ ପିତାଙ୍କ କର୍ତ୍ତୃକ ସେମାନଙ୍କ ପ୍ରତି ଘଟିବ ।

Viz kapitola kopírovat

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

19 ପୁନଶ୍ଚ, ମୁଁ ତୁମ୍ଭମାନଙ୍କୁ ସତ୍ୟ କହୁଅଛି, ପୃଥିବୀରେ ତୁମ୍ଭମାନଙ୍କ ମଧ୍ୟରୁ ଦୁଇ ଜଣ ଯେକୌଣସି ବିଷୟ ଏକମନା ହୋଇ ଯାହା କିଛି ମାଗିବେ, ତାହା ମୋହର ସ୍ୱର୍ଗସ୍ଥ ପିତାଙ୍କ କର୍ତ୍ତୃକ ସେମାନଙ୍କ ପ୍ରତି ଘଟିବ।

Viz kapitola kopírovat

ପବିତ୍ର ବାଇବଲ

19 ମୁଁ ତୁମ୍ଭକୁ ପୁଣି କହୁଛି ଯେ, ଏ ଜଗତରେ ଯଦି ତୁମ୍ଭ ଭିତରୁ କେହି ଦୁଇଜଣ ଏକମତ ହୋଇ ସ୍ୱର୍ଗରେ ରହୁଥିବା ମୋର ପରମପିତାଙ୍କୁ କିଛି ମାଗିବେ, ତେବେ ସେ ତାହା ତୁମ୍ଭ ପାଇଁ ପୂରଣ କରିଦେବେ।

Viz kapitola kopírovat




ମାଥିଉ 18:19

Následuj nás:

Reklamy


Reklamy