ମାଥିଉ 18:20 - ପବିତ୍ର ବାଇବଲ (CL) NT (BSI)20 “କାରଣ ଯେଉଁ ଦୁଇ ବା ତତୋଧିକ ଲୋକ ମୋ’ ନାମରେ ଏକତ୍ରିତ ହୁଅନ୍ତି, ମୁଁ ସେଠାରେ ବିଦ୍ୟମାନ ଥାଏ।” Viz kapitolaପବିତ୍ର ବାଇବଲ (Re-edited) - (BSI)20 କାରଣ ଯେଉଁ ସ୍ଥାନରେ ଦୁଇ କି ତିନି ଜଣ ମୋʼ ନାମରେ ଏକତ୍ର ହୁଅନ୍ତି, ସେହି ସ୍ଥାନରେ ମୁଁ ସେମାନଙ୍କ ମଧ୍ୟରେ ଉପସ୍ଥିତ ଅଛି। Viz kapitolaଓଡିଆ ବାଇବେଲ20 କାରଣ ଯେଉଁ ସ୍ଥାନରେ ଦୁଇ କି ତିନି ଜଣ ମୋ ନାମରେ ଏକତ୍ର ହୁଅନ୍ତି, ସେହି ସ୍ଥାନରେ ମୁଁ ସେମାନଙ୍କ ମଧ୍ୟରେ ଉପସ୍ଥିତ ଅଛି । Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT20 କାରଣ ଯେଉଁ ସ୍ଥାନରେ ଦୁଇ କି ତିନି ଜଣ ମୋ ନାମରେ ଏକତ୍ର ହୁଅନ୍ତି, ସେହି ସ୍ଥାନରେ ମୁଁ ସେମାନଙ୍କ ମଧ୍ୟରେ ଉପସ୍ଥିତ ଅଛି।” Viz kapitolaପବିତ୍ର ବାଇବଲ20 ଏ କଥା ସତ୍ୟ। କାରଣ ଯେଉଁଠାରେ, ମୋ’ ନାମରେ ବିଶ୍ୱାସ କରୁଥିବା ଦୁଇତିନି ଜଣ ଲୋକ ଏକାଠି ହୁଅନ୍ତି, ମୁଁ ସେଠାରେ ସେମାନଙ୍କ ସହିତ ଅଛି।” Viz kapitola |