ମାଥିଉ 18:23 - ପବିତ୍ର ବାଇବଲ (CL) NT (BSI)23 ସ୍ୱର୍ଗରାଜ୍ୟର ଆଉ ଗୋଟିଏ ଦୃଷ୍ଟାନ୍ତ ଶୁଣ। ଦିନେ ଜଣେ ରାଜା କର୍ମଚାରୀମାନଙ୍କର ହିସାବପତ୍ର ଯାଞ୍ଚ କରିବା ପାଇଁ ସ୍ଥିର କଲେ। Viz kapitolaପବିତ୍ର ବାଇବଲ (Re-edited) - (BSI)23 ଅତଏବ, ସ୍ଵର୍ଗରାଜ୍ୟ ଆପଣା ଦାସମାନଙ୍କ ସହିତ ହିସାବ କରିବାକୁ ଇଚ୍ଛୁକ ଜଣେ ରାଜାଙ୍କ ସଦୃଶ। Viz kapitolaଓଡିଆ ବାଇବେଲ23 ମାତ୍ର ସତୁରି ଗୁଣ ସାତ ଥର ପର୍ଯ୍ୟନ୍ତ । ଅତଏବ, ସ୍ୱର୍ଗରାଜ୍ୟ ଆପଣା ଦାସମାନଙ୍କ ସହିତ ହିସାବ କରିବାକୁ ଇଚ୍ଛୁକ ଜଣେ ରାଜାଙ୍କ ସଦୃଶ । Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT23 ମାତ୍ର ସତୁରି ଗୁଣ ସାତ ଥର ପର୍ଯ୍ୟନ୍ତ। ଅତଏବ, ସ୍ୱର୍ଗରାଜ୍ୟ ଆପଣା ଦାସମାନଙ୍କ ସହିତ ହିସାବ କରିବାକୁ ଇଚ୍ଛୁକ ଜଣେ ରାଜାଙ୍କ ସଦୃଶ। Viz kapitolaପବିତ୍ର ବାଇବଲ23 “ନିଜ ଗ୍ଭକରମାନଙ୍କଠାରୁ ଉଧାର ଥିବା ଟଙ୍କାପଇସାର ଆଦାୟ ପାଇଁ ମନସ୍ଥ କରିଥିବା ଜଣେ ରାଜାଙ୍କ ସହିତ ସ୍ୱର୍ଗରାଜ୍ୟର ତୁଳନା କରା ଯାଇପାରେ। Viz kapitola |