ମାଥିଉ 18:24 - ପବିତ୍ର ବାଇବଲ (CL) NT (BSI)24 ସେ ଏହି କାର୍ଯ୍ୟ ଆରମ୍ଭ କଲା ବେଳେ ଜଣେ କର୍ମଚାରୀ ଧରା ହୋଇ ତାଙ୍କ ନିକଟକୁ ଅଣାଗଲା। ସେ ତାଙ୍କଠାରୁ ଲକ୍ଷ ଲକ୍ଷ ଟଙ୍କା ଋଣ ନେଇଥିଲା। Viz kapitolaପବିତ୍ର ବାଇବଲ (Re-edited) - (BSI)24 ସେ ହିସାବ ଆରମ୍ଭ କରନ୍ତେ, ତିନି କୋଟି ଟଙ୍କା ଋଣ କରିଥିବା ଜଣେ ଦାସ ତାହାଙ୍କ ଛାମୁକୁ ଅଣାଗଲା। Viz kapitolaଓଡିଆ ବାଇବେଲ24 ସେ ହିସାବ ଆରମ୍ଭ କରନ୍ତେ ତିନି କୋଟି ଟଙ୍କା ଋଣ କରିଥିବା ଜଣେ ଦାସ ତାହାଙ୍କ ଛାମୁକୁ ଅଣାଗଲା । Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT24 ସେ ହିସାବ ଆରମ୍ଭ କରନ୍ତେ ଦଶ ହଜାର ରୌପ୍ୟ-ମୁଦ୍ରା ଋଣ କରିଥିବା ଜଣେ ଦାସ ତାହାଙ୍କ ଛାମୁକୁ ଅଣାଗଲା। Viz kapitolaପବିତ୍ର ବାଇବଲ24 ରାଜା ତାହାଙ୍କ ଟଙ୍କା ଆଦାୟ କରିବା ଆରମ୍ଭ କରିଦେଲେ। ତାହାଙ୍କର ଜଣେ ଗ୍ଭକର ଉପରେ ଦଶ ହଜାର ରୌପ୍ୟମୁଦ୍ରା ବାକି ଥିଲା। Viz kapitola |