ମାଥିଉ 18:28 - ପବିତ୍ର ବାଇବଲ (CL) NT (BSI)28 “ଏହି ଲୋକ ଚାଲିଯିବାବେଳେ ତା’ଠାରୁ ଅଳ୍ପ କିଛି ଟଙ୍କା ଋଣ ନେଇଥିବା ତା’ର ଜଣେ ସହକର୍ମୀକୁ ଭେଟିଲା। ସେ ତା’ର ଗଳାକୁ ଧରି ପକାଇ, ତା’ର ତଣ୍ଟି ଚିପି କହିଲା, ‘ମୋ’ଠାରୁ ଋଣ ନେଇଥିôବା ଟଙ୍କା ଫେରାଇ ଦେ।’ Viz kapitolaପବିତ୍ର ବାଇବଲ (Re-edited) - (BSI)28 କିନ୍ତୁ ସେହି ଦାସ ବାହାରିଯାଇ ତାହାଠାରୁ ପଚାଶ ଟଙ୍କା ଋଣ କରିଥିବା ଜଣେ ସହଦାସର ଦେଖା ପାଇ ତାହାକୁ ଧରି ତାହାର ଗଳା ଚିପି କହିବାକୁ ଲାଗିଲା, ତୁ ଯାହା ଧାରୁ, ଶୁଝିଦେ। Viz kapitolaଓଡିଆ ବାଇବେଲ28 କିନ୍ତୁ ସେହି ଦାସ ବାହାରିଯାଇ ତାହାଠାରୁ ପଚାଶ ଟଙ୍କା ଋଣ କରିଥିବା ଜଣେ ସହଦାସର ଦେଖା ପାଇ ତାହାକୁ ଧରି ତାହାର ଗଳା ଚିପି କହିବାକୁ ଲାଗିଲା, ତୁ ଯାହା ଧାରୁ, ଶୁଝିଦେ । Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT28 କିନ୍ତୁ ସେହି ଦାସ ବାହାରିଯାଇ ତାହାଠାରୁ ଏକ ଶହ ଦିନର ମଜୁରୀ ସମାନ ମୂଲ୍ୟ ଋଣ କରିଥିବା ଜଣେ ସହଦାସର ଦେଖା ପାଇ ତାହାକୁ ଧରି ତାହାର ଗଳା ଚିପି କହିବାକୁ ଲାଗିଲା, ତୁ ଯାହା ଧାରୁ, ଶୁଝିଦେ। Viz kapitolaପବିତ୍ର ବାଇବଲ28 “ଗ୍ଭକର ବାହାରୁଥିବା ସମୟରେ ରାସ୍ତାରେ ସେ ତା'ର ଜଣେ ସଙ୍ଗୀ ଗ୍ଭକରକୁ ଦେଖିଲା। ସେ ଜଣକ ତା'ଠାରୁ ଶହେ ମୁଦ୍ରା ଋଣ କରିଥିଲା। ପ୍ରଥମ ଗ୍ଭକର ଦ୍ୱିତୀୟ ଗ୍ଭକରର ତଣ୍ଟି ଚିପି ଧରି କହିଲା, ‘ମୋ'ଠାରୁ ଯେଉଁ ଋଣ ନେଇଛୁ, ତାହାକୁ ଶୁଝିଦେ।’ Viz kapitola |