ମାଥିଉ 18:30 - ପବିତ୍ର ବାଇବଲ (CL) NT (BSI)30 “କିନ୍ତୁ ପ୍ରଥମ ଲୋକ ତା’ ଗୁହାରି ଶୁଣିଲା ନାହିଁ, ବରଂ ଋଣ ପରିଶୋଧ କରିବା ପର୍ଯ୍ୟନ୍ତ ତାକୁ ଜେଲଖାନାରେ ରଖାଇଲା। Viz kapitolaପବିତ୍ର ବାଇବଲ (Re-edited) - (BSI)30 ମାତ୍ର ସେ ସମ୍ମତ ହେଲା ନାହିଁ, କିନ୍ତୁ ଯାଇ ଋଣ ପରିଶୋଧ ନ କରିବା ଯାଏ ତାହାକୁ କାରାଗାରରେ ପକାଇଦେଲା। Viz kapitolaଓଡିଆ ବାଇବେଲ30 ମାତ୍ର ସେ ସମ୍ମତ ହେଲା ନାହିଁ, କିନ୍ତୁ ଯାଇ ଋଣ ପରିଶୋଧ ନ କରିବା ଯାଏ ତାହାକୁ କାରାଗାରରେ ପକାଇଦେଲା । Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT30 ମାତ୍ର ସେ ସମ୍ମତ ହେଲା ନାହିଁ, କିନ୍ତୁ ଯାଇ ଋଣ ପରିଶୋଧ ନ କରିବା ଯାଏ ତାହାକୁ କାରାଗାରରେ ପକାଇଦେଲା। Viz kapitolaପବିତ୍ର ବାଇବଲ30 “କିନ୍ତୁ ପ୍ରଥମ ଗ୍ଭକର ଧୈର୍ଯ୍ୟ ଧରିବାକୁ ମନାକଲା। କେବଳ ଏତିକି ନୁହେଁ, ସେ ବିଗ୍ଭରପତିଙ୍କ ନିକଟକୁ ଯାଇ ଦ୍ୱିତୀୟ ଗ୍ଭକର ବିରୁଦ୍ଧରେ ଅଭିଯୋଗ ମଧ୍ୟ କଲା। ଦ୍ୱିତୀୟ ଗ୍ଭକରକୁ କାରାଗାରକୁ ପଠାଇ ଦିଆଗଲା। ଋଣ ପରିଶୋଧ ନ କରିବା ପର୍ଯ୍ୟନ୍ତ ତାକୁ କାରାଗାରରେ ରହିବାକୁ ପଡ଼ିଲା। Viz kapitola |