Online Bible

- Reklamy -




ମାଥିଉ 18:31 - ପବିତ୍ର ବାଇବଲ (CL) NT (BSI)

31 ଏହି ଘଟଣା ଦେଖି ଅନ୍ୟ କର୍ମଚାରୀମାନେ ବଡ଼ ବିଚଳିତ ହେଲେ। ସେମାନେ ରାଜାଙ୍କ ନିକଟକୁ ଯାଇ ଯାହା ଘଟିଥିଲା, ସବୁ ଜଣାଇଲେ।।

Viz kapitola kopírovat

ପବିତ୍ର ବାଇବଲ (Re-edited) - (BSI)

31 ତେଣୁ ତାହାର ସହଦାସମାନେ ଏହି ଘଟଣା ଦେଖି ଅତ୍ୟ; ଦୁଃଖିତ ହେଲେ ଓ ଯାଇ ସେମାନଙ୍କ ପ୍ରଭୁଙ୍କୁ ସମସ୍ତ ଘଟଣା ବର୍ଣ୍ଣନା କରି ଜଣାଇଲେ।

Viz kapitola kopírovat

ଓଡିଆ ବାଇବେଲ

31 ତେଣୁ ତାହାର ସହଦାସମାନେ ଏହି ଘଟଣା ଦେଖି ଅତ୍ୟନ୍ତ ଦୁଃଖିତ ହେଲେ ଓ ଯାଇ ସେମାନଙ୍କ ପ୍ରଭୁଙ୍କୁ ସମସ୍ତ ଘଟଣା ବର୍ଣ୍ଣନା କରି ଜଣାଇଲେ ।

Viz kapitola kopírovat

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

31 ତେଣୁ ତାହାର ସହଦାସମାନେ ଏହି ଘଟଣା ଦେଖି ଅତ୍ୟନ୍ତ ଦୁଃଖିତ ହେଲେ ଓ ଯାଇ ସେମାନଙ୍କ ପ୍ରଭୁଙ୍କୁ ସମସ୍ତ ଘଟଣା ବର୍ଣ୍ଣନା କରି ଜଣାଇଲେ।

Viz kapitola kopírovat

ପବିତ୍ର ବାଇବଲ

31 ଅନ୍ୟ ଗ୍ଭକରମାନେ ଏ ସମସ୍ତ ଘଟଣା ଦେଖିଲେ, ଓ ବଡ଼ ଦୁଃଖିତ ହେଲେ। ତେଣୁ ଯାହାସବୁ ଘଟିଥିଲା, ସେ ସବୁ ସେମାନେ ସେମାନଙ୍କ ମାଲିକଙ୍କ ଆଗରେ ଯାଇ କହିଲେ।

Viz kapitola kopírovat




ମାଥିଉ 18:31

Následuj nás:

Reklamy


Reklamy