ମାଥିଉ 18:4 - ପବିତ୍ର ବାଇବଲ (CL) NT (BSI)4 ଯେ ନିଜକୁ ନମ୍ର କରି ଏହି ଶିଶୁ ପରି ହେବ, ସେ ସ୍ୱର୍ଗରାଜ୍ୟରେ ସବୁଠାରୁ ବଡ଼, Viz kapitolaପବିତ୍ର ବାଇବଲ (Re-edited) - (BSI)4 ଅତଏବ, ଯେ କେହି ଏହି ସାନ ପିଲା ପରି ଆପଣାକୁ ନମ୍ର କରେ, ସେ ସ୍ଵର୍ଗରାଜ୍ୟରେ ଶ୍ରେଷ୍ଠ। Viz kapitolaଓଡିଆ ବାଇବେଲ4 ଅତଏବ ଯେ କେହି ଏହି ସାନ ପିଲା ପରି ଆପଣାକୁ ନମ୍ର କରେ, ସେ ସ୍ୱର୍ଗରାଜ୍ୟରେ ଶ୍ରେଷ୍ଠ । Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT4 ଅତଏବ ଯେ କେହି ଏହି ସାନ ପିଲା ପରି ଆପଣାକୁ ନମ୍ର କରେ, ସେ ସ୍ୱର୍ଗରାଜ୍ୟରେ ଶ୍ରେଷ୍ଠ। Viz kapitolaପବିତ୍ର ବାଇବଲ4 ଯେଉଁ ଲୋକ ନିଜକୁ ଗୋଟିଏ ଛୋଟ ପିଲା ଭଳି ନମ୍ର କରିଥାଏ, ସେହି ଲୋକ ସ୍ୱର୍ଗରାଜ୍ୟରେ ସବୁଠାରୁ ଶ୍ରେଷ୍ଠ। Viz kapitola |