ମାଥିଉ 19:1 - ପବିତ୍ର ବାଇବଲ (CL) NT (BSI)1 ଯୀଶୁ ଏହିସବୁ କଥା କହି ସାରିବା ପରେ ଗାଲିଲୀ ଛାଡ଼ି ଯର୍ଦ୍ଦନ ନଦୀର ଆରପାରିରେ ଥିବା ଯିହୂଦା ଅଞ୍ଚଳକୁ ଗଲେ। Viz kapitolaପବିତ୍ର ବାଇବଲ (Re-edited) - (BSI)1 ଯୀଶୁ ଏହି ସମସ୍ତ କଥା ସମାପ୍ତ କଲା ଉତ୍ତାରେ ଗାଲିଲୀରୁ ପ୍ରସ୍ଥାନ କରି ଯର୍ଦ୍ଦନ ପରପାର ଦେଇ ଯିହୁଦାର ସୀମାରେ ଉପସ୍ଥିତ ହେଲେ। Viz kapitolaଓଡିଆ ବାଇବେଲ1 ଯୀଶୁ ଏହି ସମସ୍ତ କଥା ସମାପ୍ତ କରିବା ପରେ ଗାଲିଲୀରୁ ଚାଲିଯାଇ ଯର୍ଦନର ଆରପାରରେ ଥିବା ଯିହୂଦା ସୀମାରେ ଉପସ୍ଥିତ ହେଲେ । Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT1 ଯୀଶୁ ଏହି ସମସ୍ତ କଥା ସମାପ୍ତ କରିବା ପରେ ଗାଲିଲୀରୁ ଚାଲିଯାଇ ଯର୍ଦ୍ଦନ ନଦୀର ଆରପାରରେ ଥିବା ଯିହୂଦିୟା ପ୍ରଦେଶ ସୀମାରେ ଉପସ୍ଥିତ ହେଲେ। Viz kapitolaପବିତ୍ର ବାଇବଲ1 ଏସବୁ କଥା କହିସାରି ଯୀଶୁ ଗାଲିଲୀରୁ ଫେରି ଯର୍ଦ୍ଦନ ନଦୀର ଅପର ପାର୍ଶ୍ୱରେ ଥିବା ଯିହୂଦା ଅଞ୍ଚଳରେ ପହଞ୍ଚିଲେ। Viz kapitola |