ମାଥିଉ 19:17 - ପବିତ୍ର ବାଇବଲ (CL) NT (BSI)17 ଯୀଶୁ ଉତ୍ତର ଦେଲେ, “ସତ୍କର୍ମ ବିଷୟରେ ମୋତେ କାହିଁକି ପଚାରୁଛ? ଈଶ୍ୱର ହିଁ ସତ୍। ତାଙ୍କର ଆଜ୍ଞା ସବୁ ପାଳନ କଲେ, ଅନନ୍ତ ଜୀବନ ଲାଭ କରିପାରିବ।” Viz kapitolaପବିତ୍ର ବାଇବଲ (Re-edited) - (BSI)17 ଯୀଶୁ ତାଙ୍କୁ କହିଲେ, ସତ୍ ବିଷୟରେ ମୋତେ କାହିଁକି ପଚାରୁଅଛ? ସତ୍ କେବଳ ଜଣେ; କିନ୍ତୁ ତୁମ୍ଭେ ଯଦି ଜୀବନରେ ପ୍ରବେଶ କରିବାକୁ ଇଚ୍ଛା କର, ତେବେ ଆଜ୍ଞାସବୁ ପାଳନ କର। Viz kapitolaଓଡିଆ ବାଇବେଲ17 ସେ ତାହାଙ୍କୁ କହିଲେ, ସତ୍ କେବଳ ଜଣେ; କିନ୍ତୁ ତୁମ୍ଭେ ଯଦି ଜୀବନରେ ପ୍ରବେଶ କରିବାକୁ ଇଚ୍ଛା କର, ତେବେ ଆଜ୍ଞାସବୁ ପାଳନ କର । Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT17 ସେ ତାହାଙ୍କୁ କହିଲେ, “ସତ୍ ବିଷୟରେ ମୋତେ କାହିଁକି ପଚାରୁଅଛ? ସତ୍ କେବଳ ଜଣେ; କିନ୍ତୁ ତୁମ୍ଭେ ଯଦି ଜୀବନରେ ପ୍ରବେଶ କରିବାକୁ ଇଚ୍ଛା କର, ତେବେ ଆଜ୍ଞାସବୁ ପାଳନ କର।” Viz kapitolaପବିତ୍ର ବାଇବଲ17 ଯୀଶୁ ସେ ଲୋକକୁ ପଗ୍ଭରିଲେ, “ଭଲ କାମ ବିଷୟରେ ମୋତେ କାହିଁକି ପଗ୍ଭରୁଛ? ଭଲ ତ କେବଳ ମାତ୍ର ଜଣେ। ସେ ହେଉଛନ୍ତି ପରମେଶ୍ୱର। ତଥାପି ଯଦି ତୁମ୍ଭେ ଅନନ୍ତ-ଜୀବନ ପାଇବା ପାଇଁ ଗ୍ଭହୁଁଛ, ତେବେ ଆଦେଶଗୁଡ଼ିକ ପାଳନ କର।” Viz kapitola |