Online Bible

- Reklamy -




ମାଥିଉ 19:20 - ପବିତ୍ର ବାଇବଲ (CL) NT (BSI)

20 ଯୁବକ ଉତ୍ତର ଦେଲା, “ଏସବୁ ଆଜ୍ଞା ମୁଁ ପାଳନ କରିଛି। ମୋର ଆଉ କ’ଣ କରିବା ଦରକାର?”

Viz kapitola kopírovat

ପବିତ୍ର ବାଇବଲ (Re-edited) - (BSI)

20 ସେହି ଯୁବକ ତାହାଙ୍କୁ କହିଲେ, ଏହିସମସ୍ତ ମୁଁ ପାଳନ କରିଅଛି, ମୋହର ଆଉ କଅଣ ଊଣା ଅଛି?

Viz kapitola kopírovat

ଓଡିଆ ବାଇବେଲ

20 ସେହି ଯୁବକ ତାହାଙ୍କୁ କହିଲେ, ଏହି ସମସ୍ତ ମୁଁ ପାଳନ କରିଅଛି, ମୋହର ଆଉ କ'ଣ ଉଣା ଅଛି ?

Viz kapitola kopírovat

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

20 ସେହି ଯୁବକ ତାହାଙ୍କୁ କହିଲେ, ଏହି ସମସ୍ତ ମୁଁ ପାଳନ କରିଅଛି, ମୋହର ଆଉ କଅଣ ଉଣା ଅଛି?

Viz kapitola kopírovat

ପବିତ୍ର ବାଇବଲ

20 ଯୁବକଟି କହିଲା, “ମୁଁ ଏ ସବୁକଥା ମାନିଛି। ଏବେ ମୋ’ ପାଖରେ ଆଉ କ’ଣ ଅଭାବ ରହିଛି?”

Viz kapitola kopírovat




ମାଥିଉ 19:20

Následuj nás:

Reklamy


Reklamy