ମାଥିଉ 19:30 - ପବିତ୍ର ବାଇବଲ (CL) NT (BSI)30 “ବର୍ତ୍ତମାନ ଯେଉଁମାନେ ଆଗରେ ଅଛନ୍ତି, ସେମାନଙ୍କ ମଧ୍ୟରୁ ଅନେକେ ପଛରେ ପଡ଼ିଯିବେ ଏବଂ ଯେଉଁମାନେ ପଛରେ ଅଛନ୍ତି, ସେମାନଙ୍କ ମଧ୍ୟରୁ ଅନେକେ ଆଗକୁ ଚାଲିଯିବେ। Viz kapitolaପବିତ୍ର ବାଇବଲ (Re-edited) - (BSI)30 କିନ୍ତୁ ପ୍ରଥମରେ ଥିବା ଅନେକ ଲୋକ ଶେଷରେ ପଡ଼ିବେ ଓ ଶେଷରେ ଥିବା ଅନେକ ଲୋକ ପ୍ରଥମ ହେବେ। Viz kapitolaଓଡିଆ ବାଇବେଲ30 କିନ୍ତୁ ପ୍ରଥମେ ଥିବା ଅନେକ ଲୋକ ଶେଷରେ ପଡ଼ିବେ ଓ ଶେଷରେ ଥିବା ଅନେକ ଲୋକ ପ୍ରଥମ ହେବେ । Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT30 କିନ୍ତୁ ପ୍ରଥମେ ଥିବା ଅନେକ ଲୋକ ଶେଷରେ ପଡ଼ିବେ ଓ ଶେଷରେ ଥିବା ଅନେକ ଲୋକ ପ୍ରଥମ ହେବେ।” Viz kapitolaପବିତ୍ର ବାଇବଲ30 କିନ୍ତୁ ଯେଉଁମାନେ ଏବେ ପ୍ରଥମ ସ୍ଥାନରେ ଅଛନ୍ତି, ଭବିଷ୍ୟତରେ ସେମାନଙ୍କ ଭିତରୁ ବହୁତ ଲୋକ ଶେଷ ସ୍ଥାନରେ ରହିଯିବେ। ଏବଂ ଏବେ ଶେଷ ସ୍ଥାନରେ ପଡ଼ି ରହିଥିବା ବହୁତ ଲୋକ ଭବିଷ୍ୟତରେ ପ୍ରଥମସ୍ଥାନ ଲାଭ କରିବେ। Viz kapitola |