ମାଥିଉ 19:5 - ପବିତ୍ର ବାଇବଲ (CL) NT (BSI)5 ସେତେବେଳେ ଈଶ୍ୱର କହିଥିଲେ, “ଏଥିପାଇଁ ପୁରୁଷ ତା’ ପିତାମାତାଠାରୁ ବିଚ୍ଛିନ୍ନ ହୋଇ ତାହାର ସ୍ତ୍ରୀ ସହିତ ସଂଯୁକ୍ତ ହେବ ଏବଂ ସେମାନେ ଉଭୟେ ଏକ ହେବେ। Viz kapitolaପବିତ୍ର ବାଇବଲ (Re-edited) - (BSI)5 ଆଉ କହିଲେ, ଏହି କାରଣରୁ ପୁରୁଷ ପିତାମାତାଙ୍କୁ ପରିତ୍ୟାଗ କରି ନିଜ ସ୍ତ୍ରୀଠାରେ ଆସକ୍ତ ହେବ, ଆଉ ସେ ଦୁହେଁ ଏକାଙ୍ଗ ହେବେ? Viz kapitolaଓଡିଆ ବାଇବେଲ5 ଆଉ କହିଲେ, ଏହି କାରଣରୁ ପୁରୁଷ ପିତାମାତାଙ୍କୁ ପରିତ୍ୟାଗ କରି ନିଜ ସ୍ତ୍ରୀଠାରେ ଆସକ୍ତ ହେବ, ଆଉ ସେ ଦୁହେଁ ଏକାଙ୍ଗ ହେବେ ? Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT5 ଆଉ କହିଲେ, “ଏହି କାରଣରୁ ପୁରୁଷ ପିତାମାତାଙ୍କୁ ପରିତ୍ୟାଗ କରି ନିଜ ସ୍ତ୍ରୀଠାରେ ଆସକ୍ତ ହେବ, ଆଉ ସେ ଦୁହେଁ ଏକାଙ୍ଗ ହେବେ?” Viz kapitolaପବିତ୍ର ବାଇବଲ5 ପରମେଶ୍ୱର କହିଲେ, ‘ଏହି କାରଣରୁ ପୁରୁଷ ନିଜ ପିତାମାତାଙ୍କୁ ଛାଡ଼ି ତା ସ୍ତ୍ରୀ ସହିତ ମିଳିତ ହେବ, ଏବଂ ସେ ଦୁଇଜଣ ଏକ ହୋଇଯିବେ।’ Viz kapitola |