ମାଥିଉ 2:2 - ପବିତ୍ର ବାଇବଲ (CL) NT (BSI)2 “ଯେଉଁ ଶିଶୁ ଇହୁଦୀମାନଙ୍କର ରାଜା ହେବା ପାଇଁ ଜନ୍ମ ହୋଇଛନ୍ତି, ସେ କାହାନ୍ତି? ପୂର୍ବାକାଶରେ ତାଙ୍କ ନକ୍ଷତ୍ର ଦେଖି ତାଙ୍କୁ ପୂଜା କରିବା ପାଇଁ ଆମେ ଆସିଛୁ।” Viz kapitolaପବିତ୍ର ବାଇବଲ (Re-edited) - (BSI)2 ଯିହୁଦୀମାନଙ୍କର ଯେଉଁ ରାଜା ଜନ୍ମଗ୍ରହଣ କରିଅଛନ୍ତି, ସେ କେଉଁଠାରେ? କାରଣ ଆମ୍ଭେମାନେ ପୂର୍ବଦେଶରେ ତାହାଙ୍କ ତାରା ଦେଖି ତାହାଙ୍କୁ ପ୍ରଣାମ କରିବାକୁ ଆସିଅଛୁ। Viz kapitolaଓଡିଆ ବାଇବେଲ2 "ଯିହୂଦୀମାନଙ୍କର ଯେଉଁ ରାଜା ଜନ୍ମଗ୍ରହଣ କରିଅଛନ୍ତି, ସେ କେଉଁଠାରେ ? କାରଣ ଆମ୍ଭେମାନେ ପୂର୍ବଦେଶରେ ତାହାଙ୍କ ତାରା ଦେଖି ତାହାଙ୍କୁ ପ୍ରଣାମ କରିବାକୁ ଆସିଅଛୁ ।" Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT2 “ଯିହୁଦୀମାନଙ୍କର ଯେଉଁ ରାଜା ଜନ୍ମଗ୍ରହଣ କରିଅଛନ୍ତି, ସେ କେଉଁଠାରେ? କାରଣ ଆମ୍ଭେମାନେ ପୂର୍ବ ଦିଗରେ ତାହାଙ୍କ ତାରା ଦେଖି ତାହାଙ୍କୁ ଆରାଧନା କରିବାକୁ ଆସିଅଛୁ।” Viz kapitolaପବିତ୍ର ବାଇବଲ2 ସେମାନେ ପଗ୍ଭରିଲେ, “ଯିହୂଦୀମାନଙ୍କର ରାଜା ସେହି ନବଜାତ ଶିଶୁ କେଉଁଠାରେ? କାରଣ ଆମ୍ଭେ ପୂର୍ବ ଦେଶରେ ତାହାଙ୍କ ତାରା ଉଠିଥିବାର ଦେଖିଲୁ। ସେହି ତାରା ପ୍ରକାଶ କରେ ଯେ, ସେ ଜନ୍ମ ହୋଇଛନ୍ତି, ତେଣୁ ଆମ୍ଭେ ତାହାଙ୍କୁ ପ୍ରଣାମ କରିବାକୁ ଆସିଛୁ।” Viz kapitola |