ମାଥିଉ 2:4 - ପବିତ୍ର ବାଇବଲ (CL) NT (BSI)4 ହେରୋଦ ପ୍ରଧାନ ଯାଜକ ଓ ଧର୍ମଗୁରୁମାନଙ୍କୁ ଡ଼କାଇ ସେମାନଙ୍କୁ ପଚାରିଲେ, “ମସୀହ କେଉଁଠାରେ ଜନ୍ମ ହେବେ?” Viz kapitolaପବିତ୍ର ବାଇବଲ (Re-edited) - (BSI)4 ପୁଣି, ସେ ଲୋକଙ୍କର ସମସ୍ତ ପ୍ରଧାନ ଯାଜକ ଓ ଶାସ୍ତ୍ରୀଙ୍କୁ ଏକତ୍ର କରି, ଖ୍ରୀଷ୍ଟ କେଉଁଠାରେ ଜନ୍ମଗ୍ରହଣ କରିବେ, ତାହା ସେମାନଙ୍କଠାରୁ ବୁଝିନେବାକୁ ଚେଷ୍ଟା କଲେ। Viz kapitolaଓଡିଆ ବାଇବେଲ4 ପୁଣି, ସେ ଲୋକଙ୍କର ସମସ୍ତ ପ୍ରଧାନ ଯାଜକ ଓ ଶାସ୍ତ୍ରୀଙ୍କୁ ଏକତ୍ର କରି, ଖ୍ରୀଷ୍ଟ କେଉଁଠାରେ ଜନ୍ମଗ୍ରହଣ କରିବେ, ତାହା ସେମାନଙ୍କଠାରୁ ବୁଝିନେବାକୁ ଚେଷ୍ଟା କଲେ । Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT4 ପୁଣି, ସେ ଲୋକଙ୍କର ସମସ୍ତ ପ୍ରଧାନ ଯାଜକ ଓ ଶାସ୍ତ୍ରୀଙ୍କୁ ଏକତ୍ର କରି, ଖ୍ରୀଷ୍ଟ କେଉଁଠାରେ ଜନ୍ମଗ୍ରହଣ କରିବେ, ତାହା ସେମାନଙ୍କଠାରୁ ବୁଝିବା ପାଇଁ ଚେଷ୍ଟା କଲେ। Viz kapitolaପବିତ୍ର ବାଇବଲ4 ହେରୋଦ ଯିହୂଦା ସମାଜର ସମସ୍ତ ପ୍ରମୁଖ ଯାଜକ ଏବଂ ଧର୍ମଶାସ୍ତ୍ରୀମାନଙ୍କର ଗୋଟିଏ ବୈଠକ ଡାକିଲେ। ସେ ସେମାନଙ୍କୁ ପଗ୍ଭରିଲେ, ଖ୍ରୀଷ୍ଟ କେଉଁଠାରେ ଜନ୍ମ ହେବେ? Viz kapitola |