ମାଥିଉ 2:6 - ପବିତ୍ର ବାଇବଲ (CL) NT (BSI)6 ଇହୁଦାଦେଶର ବେଥ୍ଲେହିମ! ଇହୁଦାର ପ୍ରଧାନ ସହରମାନଙ୍କ ମଧ୍ୟରେ ତୁମେ ନିକୃଷ୍ଟ ନୁହଁ, କାରଣ ମୋର ଇଶ୍ରାୟେଲୀୟ ଲୋକମାନଙ୍କୁ ବଳାଇବା ନିମନ୍ତେ ତୁମଠାରୁ ଜଣେ ନେତା ଉତ୍ପନ୍ନ ହେବେ।” Viz kapitolaପବିତ୍ର ବାଇବଲ (Re-edited) - (BSI)6 ଆଉ, ଗୋ ଯିହୁଦାଙ୍କ ପ୍ରଦେଶର ବେଥଲିହିମ, ତୁ ଯିହୁଦାର ପ୍ରଧାନ ନଗରସମୂହ ମଧ୍ୟରେ କୌଣସି ପ୍ରକାରେ କ୍ଷୁଦ୍ରତମ ନୋହୁଁ, କାରଣ ଯେ ଆମ୍ଭର ଇସ୍ରାଏଲ ଲୋକଙ୍କୁ ପ୍ରତିପାଳନ କରିବେ, ଏପରି ଜଣେ ଶାସନକର୍ତ୍ତା ତୋʼଠାରୁ ଉତ୍ପନ୍ନ ହେବେ। Viz kapitolaଓଡିଆ ବାଇବେଲ6 'ଆଉ ଗୋ ଯିହୂଦାଙ୍କ ପ୍ରଦେଶର ବେଥଲିହିମ, ତୁ ଯିହୂଦାର ପ୍ରଧାନ ନଗରସମୂହ ମଧ୍ୟରେ କୌଣସି ପ୍ରକାରେ କ୍ଷୁଦ୍ରତମ ନୋହୁଁ, କାରଣ ଯେ ଆମ୍ଭର ଇସ୍ରାଏଲ ଲୋକଙ୍କୁ ପ୍ରତିପାଳନ କରିବେ, ଏପରି ଜଣେ ଶାସନକର୍ତ୍ତା ତୋ'ଠାରୁ ଆସିବେ ।'" Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT6 “ଆଉ ଗୋ ଯିହୂଦାଙ୍କ ପ୍ରଦେଶର ବେଥଲିହିମ, ତୁ ଯିହୂଦାର ପ୍ରଧାନ ନଗରସମୂହ ମଧ୍ୟରେ କୌଣସି ପ୍ରକାରେ କ୍ଷୁଦ୍ରତମ ନୋହୁଁ, କାରଣ ଯେ ଆମ୍ଭର ଇସ୍ରାଏଲ ଲୋକଙ୍କୁ ପ୍ରତିପାଳନ କରିବେ, ଏପରି ଜଣେ ଶାସନକର୍ତ୍ତା ତୋʼଠାରୁ ଆସିବେ।” Viz kapitolaପବିତ୍ର ବାଇବଲ6 ‘ହେ ଯିହୂଦା ପ୍ରଦେଶର ବେଥ୍ଲେହିମ! ଯିହୂଦାର ଶାସକମାନଙ୍କ ଭିତରେ ତୁମ୍ଭେ ମହାନ। ହଁ, ତୁମ୍ଭରି ଭିତରୁ ଜଣେ ଶାସକ ଆଗତ ହେବ, ଏବଂ ସେହି ଶାସକ ମୋର ଲୋକମାନଙ୍କୁ ଇସ୍ରାଏଲକୁ କଢ଼ାଇନେବେ।’” Viz kapitola |