ମାଥିଉ 20:15 - ପବିତ୍ର ବାଇବଲ (CL) NT (BSI)15 ମୋ’ ନିଜ ଧନ ଯେମିତି ଇଚ୍ଛା ସେମିତି ଖର୍ଚ୍ଚ କରିବାକୁ କ’ଣ ମୋର ଅଧିକାର ନାହିଁ? ନା ମୁଁ ଟିକେ ବଦାନ୍ୟ ହେଉଛି ବୋଲି ତୁମେ ମୋତେ ଈର୍ଷା କରୁଛ’?” Viz kapitolaପବିତ୍ର ବାଇବଲ (Re-edited) - (BSI)15 ନିଜ ସମ୍ପତ୍ତିକି ନିଜ ଇଚ୍ଛାନୁସାରେ ବ୍ୟବହାର କରିବାକୁ କଅଣ ମୋର ଅଧିକାର ନାହିଁ? ନା ମୁଁ ଦାନଶୀଳ ହେବାରୁ ତୁ ଈର୍ଷାଦୃଷ୍ଟି କରୁଅଛୁ? Viz kapitolaଓଡିଆ ବାଇବେଲ15 ନିଜ ସମ୍ପତ୍ତିକୁ ନିଜ ଇଚ୍ଛାନୁସାରେ ବ୍ୟବହାର କରିବାକୁ କଅଣ ମୋର ଅଧିକାର ନାହିଁ ? ନା ମୁଁ ଦାନଶୀଳ ହେବାରୁ ତୁ ଈର୍ଷାଦୃଷ୍ଟି କରୁଅଛୁ ? Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT15 ନିଜ ସମ୍ପତ୍ତିକୁ ନିଜ ଇଚ୍ଛାନୁସାରେ ବ୍ୟବହାର କରିବାକୁ କଅଣ ମୋହର ଅଧିକାର ନାହିଁ? ନା ମୁଁ ଦାନଶୀଳ ହେବାରୁ ତୁ ଈର୍ଷାଦୃଷ୍ଟି କରୁଅଛୁ?’ Viz kapitolaପବିତ୍ର ବାଇବଲ15 ମୋ’ ଧନକୁ ମୋର ଯେଭଳି ଇଚ୍ଛା ହେବ, ସେଭଳି ଖର୍ଚ୍ଚ କରିବାର ଅଧିକାର କ’ଣ ମୋର ନାହିଁ? ବା ମୁଁ ଏହି ଲୋକଙ୍କ ପାଇଁ ଉଦାର ବୋଲି କ’ଣ ତୁମ୍ଭେ ଈର୍ଷା କରୁଛ କି?’ Viz kapitola |