ମାଥିଉ 20:16 - ପବିତ୍ର ବାଇବଲ (CL) NT (BSI)16 ଏହି ଦୃଷ୍ଟାନ୍ତ କଥା ଶେଷ କରି ଯୀଶୁ କହିଲେ, “ଯେଉଁମାନେ ବର୍ତ୍ତମାନ ପଛରେ ଅଛନ୍ତି, ସେମାନେ ଆଗକୁ ଆସିବେ ଏବଂ ଯେଉଁମାନେ ଆଗରେ ଅଛନ୍ତି, ସେମାନେ ପଛରେ ପଡ଼ିଯିବେ।” Viz kapitolaପବିତ୍ର ବାଇବଲ (Re-edited) - (BSI)16 ସେହିପରି ଶେଷରେ ଥିବା ଲୋକେ ପ୍ରଥମ ହେବେ ଓ ପ୍ରଥମରେ ଥିବା ଲୋକେ ଶେଷରେ ପଡ଼ିବେ। Viz kapitolaଓଡିଆ ବାଇବେଲ16 ସେହିପରି ଶେଷରେ ଥିବା ଲୋକେ ପ୍ରଥମେ ହେବେ ଓ ପ୍ରଥମରେ ଥିବା ଲୋକେ ଶେଷରେ ପଡ଼ିବେ । Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT16 ସେହିପରି ଶେଷରେ ଥିବା ଲୋକେ ପ୍ରଥମେ ହେବେ ଓ ପ୍ରଥମରେ ଥିବା ଲୋକେ ଶେଷରେ ପଡ଼ିବେ।” Viz kapitolaପବିତ୍ର ବାଇବଲ16 “ଏହିଭଳି ଭାବରେ ବର୍ତ୍ତମାନ ଯେଉଁ ଲୋକ ସର୍ବଶେଷରେ ଅଛନ୍ତି, ଭବିଷ୍ୟତରେ ସେମାନେ ପ୍ରଥମ ସ୍ଥାନ ପାଇବେ। ଏବଂ ଯେଉଁ ଲୋକମାନେ ବର୍ତ୍ତମାନ ପ୍ରଥମ ସ୍ଥାନରେ ଅଛନ୍ତି, ସେମାନେ ଭବିଷ୍ୟତରେ ଶେଷ ସ୍ଥାନ ପାଇବେ।” Viz kapitola |