ମାଥିଉ 20:20 - ପବିତ୍ର ବାଇବଲ (CL) NT (BSI)20 ଏହି ସମୟରେ ଜେବଦୀଙ୍କ ସ୍ତ୍ରୀ ତା’ର ଦୁଇ ପୁତ୍ର ସହିତ ଯୀଶୁଙ୍କ ନିକଟକୁ ଆସିଲା। ଯୀଶୁଙ୍କୁ ପ୍ରଣାମ କରି ତାଙ୍କ ଅନୁଗ୍ରହ ଭିକ୍ଷା କଲା। Viz kapitolaପବିତ୍ର ବାଇବଲ (Re-edited) - (BSI)20 ସେତେବେଳେ ଜେବଦୀଙ୍କ ପୁତ୍ରମାନଙ୍କ ମାତା ଆପଣା ପୁତ୍ରମାନଙ୍କୁ ସାଙ୍ଗରେ ଘେନି ତାହାଙ୍କ ଛାମୁକୁ ଆସି ପ୍ରଣାମ କରି ତାହାଙ୍କଠାରୁ କିଛି ମାଗିଲେ। Viz kapitolaଓଡିଆ ବାଇବେଲ20 ସେତେବେଳେ ଜେବଦୀଙ୍କ ପୁତ୍ରମାନଙ୍କ ମାତା ଆପଣା ପୁତ୍ରମାନଙ୍କୁ ସାଙ୍ଗରେ ନେଇ ତାହାଙ୍କ ଛାମୁକୁ ଆସି ପ୍ରଣାମ କରି ତାହାଙ୍କଠାରୁ କିଛି ମାଗିଲେ । Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT20 ସେତେବେଳେ ଜେବଦୀଙ୍କ ସ୍ତ୍ରୀ ଆପଣା ପୁତ୍ରମାନଙ୍କୁ ସାଙ୍ଗରେ ନେଇ ତାହାଙ୍କ ଛାମୁକୁ ଆସି ପ୍ରଣାମ କରି ତାହାଙ୍କଠାରୁ କିଛି ମାଗିଲେ। Viz kapitolaପବିତ୍ର ବାଇବଲ20 ତା'ପରେ ଜେବଦୀଙ୍କ ସ୍ତ୍ରୀ ଯୀଶୁଙ୍କ ନିକଟକୁ ଆସିଲେ। ଏବଂ ତାହାଙ୍କର ପୁଅମାନେ ତାହାଙ୍କ ସହିତ ଥିଲେ। ସେମାନଙ୍କର ମା ଯୀଶୁଙ୍କୁ ପ୍ରଣାମ କଲେ। ସେ ସେମାନଙ୍କ ପାଇଁ ଯୀଶୁଙ୍କୁ କିଛି ଅନୁରୋଧ କଲେ। Viz kapitola |