Online Bible

- Reklamy -




ମାଥିଉ 20:3 - ପବିତ୍ର ବାଇବଲ (CL) NT (BSI)

3 ତା’ପରେ ଦିନ ନଅଟାବେଳେ ବଜାରକୁ ଯାଇ ଦେଖିଲା, ଦଳେ ଲୋକ ନିଷ୍କର୍ମା ହୋଇ ଠିଆ ହୋଇଛନ୍ତି।

Viz kapitola kopírovat

ପବିତ୍ର ବାଇବଲ (Re-edited) - (BSI)

3 ପୁଣି, ପ୍ରାୟ ନଅଟା ସମୟରେ ସେ ବାହାରିଯାଇ ବଜାରରେ ଅନ୍ୟମାନଙ୍କୁ ନିଷ୍କର୍ମା ହୋଇ ଠିଆ ହୋଇଥିବା ଦେଖି ସେମାନଙ୍କୁ ମଧ୍ୟ କହିଲେ,

Viz kapitola kopírovat

ଓଡିଆ ବାଇବେଲ

3 ପୁଣି, ପ୍ରାୟ ନଅଟା ସମୟରେ ବାହାରିଯାଇ ବଜାରରେ ଅନ୍ୟମାନଙ୍କୁ ନିଷ୍କର୍ମା ହୋଇ ଠିଆ ହୋଇଥିବା ଦେଖି ସେମାନଙ୍କୁ ମଧ୍ୟ କହିଲେ,

Viz kapitola kopírovat

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

3 ପୁଣି, ପ୍ରାୟ ନଅଟା ସମୟରେ ବାହାରିଯାଇ ବଜାରରେ ଅନ୍ୟମାନଙ୍କୁ ନିଷ୍କର୍ମା ହୋଇ ଠିଆ ହୋଇଥିବା ଦେଖି ସେମାନଙ୍କୁ ମଧ୍ୟ କହିଲେ,

Viz kapitola kopírovat

ପବିତ୍ର ବାଇବଲ

3 “ପ୍ରାୟ ନଅଟା ବେଳେ ସେ ବଜାର ଆଡ଼କୁ ଗଲେ ଓ ସେଠାରେ କେତେକ ଶ୍ରମିକଙ୍କୁ ଠିଆ ହୋଇଥିବାର ଦେଖିଲେ। ସେମାନଙ୍କ ପାଖରେ କିଛି କାମ ନ ଥିଲା।

Viz kapitola kopírovat




ମାଥିଉ 20:3

Následuj nás:

Reklamy


Reklamy