ମାଥିଉ 20:6 - ପବିତ୍ର ବାଇବଲ (CL) NT (BSI)6 ଉପରଓଳି ପାଞ୍ଚଟାବେଳେ ଆଉ ଥରେ ବଜାରକୁ ଯାଇ ଦେଖିଲା, ଆଉ କେତେଜଣ ଠିଆ ହୋଇଛନ୍ତି। ସେମାନଙ୍କୁ ପଚାରିଲା, ‘ଦିନସାରା କାମ ନ କରି କାହିଁକି ଏଠାରେ ସମୟ ନଷ୍ଟ କରୁଛ?’ Viz kapitolaପବିତ୍ର ବାଇବଲ (Re-edited) - (BSI)6 ପୁଣି, ପ୍ରାୟ ପାଞ୍ଚଟା ସମୟରେ ସେ ବାହାରିଯାଇ ଆଉ କେତେକ ଜଣଙ୍କୁ ଠିଆ ହୋଇଥିବା ଦେଖି ସେମାନଙ୍କୁ ପଚାରିଲେ, ତୁମ୍ଭେମାନେ କାହିଁକି ଏଠାରେ ଦିନଯାକ ନିଷ୍କର୍ମା ହୋଇ ଠିଆ ହୋଇଅଛ? Viz kapitolaଓଡିଆ ବାଇବେଲ6 ପୁଣି, ପ୍ରାୟ ପାଞ୍ଚଟା ସମୟରେ ସେ ବାହାରିଯାଇ ଆଉ କେତେକ ଜଣଙ୍କୁ ଠିଆ ହୋଇଥିବା ଦେଖି ସେମାନଙ୍କୁ ପଚାରିଲେ, ତୁମ୍ଭେମାନେ କାହିଁକି ଏଠାରେ ଦିନଯାକ ଖାଲିରେ ଠିଆ ହୋଇଅଛ ? Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT6 ପୁଣି, ପ୍ରାୟ ପାଞ୍ଚଟା ସମୟରେ ସେ ବାହାରିଯାଇ ଆଉ କେତେକ ଜଣଙ୍କୁ ଠିଆ ହୋଇଥିବା ଦେଖି ସେମାନଙ୍କୁ ପଚାରିଲେ, ‘ତୁମ୍ଭେମାନେ କାହିଁକି ଏଠାରେ ଦିନଯାକ ନିଷ୍କର୍ମା ହୋଇ ଠିଆ ହୋଇଅଛ?’ Viz kapitolaପବିତ୍ର ବାଇବଲ6 ପ୍ରାୟ ପାଞ୍ଚଟା ବେଳେ ସେ ଘରୁ ଯାଇ ବଜାରରେ ଦେଖିଲେ ଯେ କେତେକ ଲୋକ ଠିଆ ହୋଇଛନ୍ତି। ସେ ସେମାନଙ୍କୁ ପଗ୍ଭରିଲେ, ‘ତୁମ୍ଭେମାନେ ଦିନସାରା କିଛି କାମ ନ କରି ଏଠାରେ ଏମିତି କାହିଁକି ଠିଆ ହୋଇଛ?’ Viz kapitola |