Online Bible

- Reklamy -




ମାଥିଉ 20:9 - ପବିତ୍ର ବାଇବଲ (CL) NT (BSI)

9 ଯେଉଁମାନେ ସର୍ବପ୍ରଥମେ କାମରେ ଯୋଗ ଦେଇଛନ୍ତି, ସେମାନଙ୍କ ମଜୁରୀ ଶେଷରେ ଦିଅ। ଉପରଓଳି ପାଞ୍ଚଟାରେ ଯେଉଁମାନେ କାମରେ ଯୋଗ ଦେଇଥିଲେ, ସେମାନେ ପ୍ରତ୍ୟେକ ଗୋଟିଏ ଗୋଟିଏ ରୌପମୁଦ୍ରା ପାଇଲେ।

Viz kapitola kopírovat

ପବିତ୍ର ବାଇବଲ (Re-edited) - (BSI)

9 ସେଥିରେ ଯେଉଁମାନେ ପ୍ରାୟ ପାଞ୍ଚଟା ସମୟରେ ମୂଲ ଲଗାଯାଇଥିଲେ, ସେମାନେ ଆସି ଆଠ ଅଣା ଲେଖାଏଁ ପାଇଲେ।

Viz kapitola kopírovat

ଓଡିଆ ବାଇବେଲ

9 ସେଥିରେ ଯେଉଁମାନେ ପ୍ରାୟ ପାଞ୍ଚଟା ସମୟରେ ମୂଲ ଲଗାଯାଇଥିଲେ, ସେମାନେ ଆସି ଏକ ଦିନର ମୂଲ ଲେଖାଏଁ ପାଇଲେ ।

Viz kapitola kopírovat

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

9 ସେଥିରେ ଯେଉଁମାନେ ପ୍ରାୟ ପାଞ୍ଚଟା ସମୟରେ ମୂଲ ଲଗାଯାଇଥିଲେ, ସେମାନେ ଆସି ଏକ ଦିନର ମୂଲ ଲେଖାଏଁ ପାଇଲେ।

Viz kapitola kopírovat

ପବିତ୍ର ବାଇବଲ

9 “ଯେଉଁମାନେ ପାଞ୍ଚଟା ବେଳେ ଆସିଥିଲେ, ସେମାନେ ମଜୁରୀ ନେବାକୁ ଆସିଲେ। ପ୍ରତ୍ୟେକ ଶ୍ରମିକ ଗୋଟିଏ କରି ରୌପ୍ୟମୁଦ୍ରା ପାଇଲେ।

Viz kapitola kopírovat




ମାଥିଉ 20:9

Následuj nás:

Reklamy


Reklamy