ମାଥିଉ 21:13 - ପବିତ୍ର ବାଇବଲ (CL) NT (BSI)13 ସେମାନଙ୍କୁ ସେ କହିଲେ, “ଧର୍ମଶାସ୍ତ୍ରରେ ଲେଖା ଅଛି, ‘ମୋର ମନ୍ଦିର ପ୍ରାର୍ଥନା ଗୃହ ବୋଲି ଆଖ୍ୟାତ ହେବ, କିନ୍ତୁ ତୁମେ ତାକୁ ଦସ୍ୟୁମାନଙ୍କ ଆଡ଼୍ଡ଼ାସ୍ଥଳୀରେ ପରିଣତ କରିଛ’।” Viz kapitolaପବିତ୍ର ବାଇବଲ (Re-edited) - (BSI)13 ଆଉ ଯୀଶୁ ସେମାନଙ୍କୁ କହିଲେ, ଲେଖା ଅଛି, ଆମ୍ଭର ଗୃହ ପ୍ରାର୍ଥନାଗୃହ ବୋଲି ଖ୍ୟାତ ହେବ, କିନ୍ତୁ ତୁମ୍ଭେମାନେ ତାହାକୁ ଦସ୍ୟୁମାନଙ୍କ ଗହ୍ଵର କରୁଅଛ। Viz kapitolaଓଡିଆ ବାଇବେଲ13 ଆଉ ଯୀଶୁ ସେମାନଙ୍କୁ କହିଲେ, ଲେଖା ଅଛି, ଆମ୍ଭର ଗୃହ ପ୍ରାର୍ଥନାର ଗୃହ ବୋଲି ପରିଚିତ ହେବ, କିନ୍ତୁ ତୁମ୍ଭେମାନେ ତାହାକୁ ଡକାୟତମାନଙ୍କ ବାସସ୍ଥାନ କରୁଅଛ । Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT13 ଆଉ ଯୀଶୁ ସେମାନଙ୍କୁ କହିଲେ, “ଲେଖାଅଛି, ‘ଆମ୍ଭର ଗୃହ ପ୍ରାର୍ଥନାର ଗୃହ ବୋଲି ପରିଚିତ ହେବ, କିନ୍ତୁ ତୁମ୍ଭେମାନେ ତାହାକୁ ଡକାଇତମାନଙ୍କ ବାସସ୍ଥାନ କରୁଅଛ।’” Viz kapitolaପବିତ୍ର ବାଇବଲ13 ଯୀଶୁ ସେମାନଙ୍କୁ କହିଲେ, “ଶାସ୍ତ୍ରରେ ଏ କଥା ଲେଖାଅଛି, ‘ମୋ’ ଘର ପ୍ରାର୍ଥନା ଘର ବୋଲି କୁହାଯିବ।’ କିନ୍ତୁ ତୁମ୍ଭେମାନେ ଏହାକୁ ଡକାୟତଙ୍କ ଆଡ୍ଡ଼ା ସ୍ଥଳି କରି ଦେଇଛ।” Viz kapitola |