ମାଥିଉ 21:19 - ପବିତ୍ର ବାଇବଲ (CL) NT (BSI)19 ରାସ୍ତାକଡ଼ରେ ଗୋଟିଏ ଡ଼ିମିରି ଗଛ ଥିଲା। ଯୀଶୁ ତା’ ନିକଟକୁ ଯାଇ ସେଥିରେ ପତ୍ର ଛଡ଼ା ଆଉ କିଛି ଦେଖିଲେ ନାହିଁ। ତେଣୁ ସେ ଗଛଟିକୁ କହିଲେ, “ତୁ ଆଉ କେବେ ଫଳ ଧରିବୁ ନାହିଁ।” ତତ୍କ୍ଷଣାତ୍ ଡ଼ିମିରି ଗଛଟି ଶୁଖିଗଲା। Viz kapitolaପବିତ୍ର ବାଇବଲ (Re-edited) - (BSI)19 ଆଉ ବାଟ ପାଖରେ ଗୋଟିଏ ଡିମିରି ଗଛ ଦେଖି ତାହା ପାଖକୁ ଗଲେ, ପୁଣି କେବଳ ପତ୍ର ଛଡ଼ା ତାହାଠାରେ ଆଉ କିଛି ନ ପାଇ ତାହାକୁ କହିଲେ, ଆଉ କେବେ ହେଁ ତୋʼଠାରେ ଫଳ ନ ହେଉ। ସେଥିରେ ସେହିକ୍ଷଣି ସେହି ଡିମିରି ଗଛ ଶୁଖିଗଲା। Viz kapitolaଓଡିଆ ବାଇବେଲ19 ଆଉ ବାଟ ପାଖରେ ଗୋଟିଏ ଡିମ୍ବିରି ଗଛ ଦେଖି ତାହା ନିକଟକୁ ଗଲେ, ପୁଣି, କେବଳ ପତ୍ର ଛଡ଼ା ତାହାଠାରେ ଆଉ କିଛି ନ ପାଇ ତାହାକୁ କହିଲେ, ଆଉ କଦାପି ତୋଠାରେ ଫଳ ନ ହେଉ । ସେଥିରେ ସେହିକ୍ଷଣି ସେହି ଡିମ୍ବିରି ଗଛ ଶୁଖିଗଲା । Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT19 ଆଉ ବାଟ ପାଖରେ ଗୋଟିଏ ଡିମ୍ବିରିବୃକ୍ଷ ଦେଖି ତାହା ନିକଟକୁ ଗଲେ, ପୁଣି, କେବଳ ପତ୍ର ଛଡ଼ା ତାହାଠାରେ ଆଉ କିଛି ନ ପାଇ ତାହାକୁ କହିଲେ, “ଆଉ କଦାପି ତୋʼଠାରେ ଫଳ ନ ହେଉ।” ସେଥିରେ ସେହିକ୍ଷଣି ସେହି ଡିମ୍ବିରିବୃକ୍ଷ ଶୁଖିଗଲା। Viz kapitolaପବିତ୍ର ବାଇବଲ19 ରାସ୍ତା କଡ଼ରେ ସେ ଗୋଟିଏ ଡିମିରିଗଛ ଦେଖିଲେ। ସେ ଗଛ ପାଖକୁ ଗଲେ, ଗଛରେ ପତ୍ର ଛଡ଼ା ଆଉ ସେ କିଛି ପାଇଲେ ନାହିଁ। ସେ ଗଛକୁ କହିଲେ, “ଆଉ ଏଣିକି ତୋ’ଠାରେ ଫଳ ଆସିବ ନାହିଁ।” ସଙ୍ଗେ ସଙ୍ଗେ ଡିମିରିଗଛଟି ଶୁଖି ମରିଗଲା। Viz kapitola |