Online Bible

- Reklamy -




ମାଥିଉ 21:26 - ପବିତ୍ର ବାଇବଲ (CL) NT (BSI)

26 ମନୁଷ୍ୟଠାରୁ ବୋଲି ଯଦି କହିବା, ତେବେ ଲୋକମାନଙ୍କୁ ଆମର ଭୟ ହେଉଛି, କାରଣ ଯୋହନ ଜଣେ ଭାବବାଦୀ ବୋଲି ସେମାନେ ବିଶ୍ୱାସ କରୁଛନ୍ତି।”

Viz kapitola kopírovat

ପବିତ୍ର ବାଇବଲ (Re-edited) - (BSI)

26 କିନ୍ତୁ ଯଦି ମନୁଷ୍ୟଠାରୁ ବୋଲି କହିବୁ, ତେବେ ଲୋକସମୂହକୁ ତ ଭୟ ! କାରଣ ସମସ୍ତେ ଯୋହନଙ୍କୁ ଭାବବାଦୀ ବୋଲି ମାନନ୍ତି।

Viz kapitola kopírovat

ଓଡିଆ ବାଇବେଲ

26 କିନ୍ତୁ ଯଦି ମନୁଷ୍ୟଠାରୁ ବୋଲି କହିବୁ, ତେବେ ଲୋକସମୂହକୁ ତ ଭୟ! କାରଣ ସମସ୍ତେ ଯୋହନଙ୍କୁ ଭାବବାଦୀ ବୋଲି ମାନନ୍ତି ।

Viz kapitola kopírovat

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

26 କିନ୍ତୁ ଯଦି ମନୁଷ୍ୟଠାରୁ ବୋଲି କହିବୁ, ତେବେ ଲୋକସମୂହକୁ ତ ଭୟ! କାରଣ ସମସ୍ତେ ଯୋହନଙ୍କୁ ଭାବବାଦୀ ବୋଲି ମାନନ୍ତି।

Viz kapitola kopírovat

ପବିତ୍ର ବାଇବଲ

26 କିନ୍ତୁ ଆମ୍ଭେ ଯଦି କହିବା, ‘ଏହା ମନୁଷ୍ୟ ପାଖରୁ ଆସିଛି,’ ତେବେ ଏଠାରେ ଜମା ହୋଇଥିବା ଲୋକେ ଆମ୍ଭ ଉପରେ ରାଗିଯିବେ। ଆମ୍ଭେମାନେ ଏ ଲୋକମାନଙ୍କୁ ଭୟ କରୁଛୁ। କାରଣ ସେମାନେ ସମସ୍ତେ ଯୋହନଙ୍କୁ ଭବିଷ୍ୟ‌‌‌‌‌‌‌ଦ୍‌‌ବକ୍ତା ରୂପେ ବିଶ୍ୱାସ କରନ୍ତି।”

Viz kapitola kopírovat




ମାଥିଉ 21:26

Následuj nás:

Reklamy


Reklamy