ମାଥିଉ 21:3 - ପବିତ୍ର ବାଇବଲ (CL) NT (BSI)3 କେହି କିଛି ପଚାରିଲେ କହିବ, ‘ସେଥିରେ ଗୁରୁଙ୍କର ଦରକାର ଅଛି।’ ତେବେ ସଙ୍ଗେ ସଙ୍ଗେ ସେ ସେମାନଙ୍କୁ ଛାଡ଼ିଦେବ।” Viz kapitolaପବିତ୍ର ବାଇବଲ (Re-edited) - (BSI)3 ଆଉ, ଯେବେ କେହି ତୁମ୍ଭମାନଙ୍କୁ କିଛି କହେ, ତେବେ କହିବ, ଏମାନଙ୍କଠାରେ ପ୍ରଭୁଙ୍କର ପ୍ରୟୋଜନ ଅଛି। ସେହିକ୍ଷଣି ସେ ସେମାନଙ୍କୁ ପଠାଇଦେବ। Viz kapitolaଓଡିଆ ବାଇବେଲ3 ଆଉ ଯେବେ କେହି ତୁମ୍ଭମାନଙ୍କୁ କିଛି କହେ, ତେବେ କହିବ ଏମାନଙ୍କଠାରେ ପ୍ରଭୁଙ୍କର ଆବଶ୍ୟକ ଅଛି । ସେହିକ୍ଷଣି ସେ ସେମାନଙ୍କୁ ପଠାଇଦେବ । Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT3 ଆଉ ଯେବେ କେହି ତୁମ୍ଭମାନଙ୍କୁ କିଛି କହେ, ତେବେ କହିବ ଏମାନଙ୍କଠାରେ ପ୍ରଭୁଙ୍କର ଆବଶ୍ୟକ ଅଛି। ସେହିକ୍ଷଣି ସେ ସେମାନଙ୍କୁ ପଠାଇଦେବ।” Viz kapitolaପବିତ୍ର ବାଇବଲ3 ଯଦି ତୁମ୍ଭକୁ କେହି ଲୋକ ପଗ୍ଭରେ ଯେ, ତୁମ୍ଭେମାନେ କାହିଁକି ଗଧ ଦୁହିଁଙ୍କୁ ନେଇ ଯାଉଛ, ତେବେ ତୁମ୍ଭେ କହିବ ‘ଏଗୁଡ଼ିକ ପ୍ରଭୁଙ୍କର ଦରକାର। ପରେ ସେ ସେମାନଙ୍କୁ ସଙ୍ଗେ ସଙ୍ଗେ ପଠାଇଦେବେ।’” Viz kapitola |