ମାଥିଉ 21:32 - ପବିତ୍ର ବାଇବଲ (CL) NT (BSI)32 “ଜଳଦୀକ୍ଷାଦାତା ଯୋହନ ତୁମ ନିକଟକୁ ଆସି ଠିକ୍ ରାସ୍ତା ଦେଖାଇ ଦେଇଥିଲେ, କିନ୍ତୁ ତୁମେ ତାଙ୍କୁ ବିଶ୍ୱାସ କଲ ନାହିଁ। ଅଥଚ କର ଆଦାୟକାରୀ ଓ ବେଶ୍ୟାମାନେ ତାଙ୍କ କଥାରେ ବିଶ୍ୱାସ କଲେ। ଏହା ଦେଖି ମଧ୍ୟ ତୁମେ ମନ ବଦଳାଇ ତାଙ୍କୁ ବିଶ୍ୱାସ କଲ ନାହିଁ। Viz kapitolaପବିତ୍ର ବାଇବଲ (Re-edited) - (BSI)32 କାରଣ ଯୋହନ ତୁମ୍ଭମାନଙ୍କ ନିକଟକୁ ଧାର୍ମିକତାର ପଥ ଦେଇ ଆସିଲେ, ଆଉ ତୁମ୍ଭେମାନେ ତାଙ୍କୁ ବିଶ୍ଵାସ କଲ ନାହିଁ, ମାତ୍ର କରଗ୍ରାହୀ ଓ ବେଶ୍ୟାମାନେ ତାଙ୍କୁ ବିଶ୍ଵାସ କଲେ, କିନ୍ତୁ ତୁମ୍ଭେମାନେ ଯେପରି ତାଙ୍କୁ ବିଶ୍ଵାସ କରି ପାର, ଏଥିନିମନ୍ତେ ତାହା ଦେଖି ସୁଦ୍ଧା ଅନୁତାପ କଲ ନାହିଁ। Viz kapitolaଓଡିଆ ବାଇବେଲ32 କାରଣ ଯୋହନ ତୁମ୍ଭମାନଙ୍କ ନିକଟକୁ ଧାର୍ମିକତାର ପଥ ଦେଇ ଆସିଲେ, ଆଉ ତୁମ୍ଭେମାନେ ତାହାଙ୍କୁ ବିଶ୍ୱାସ କଲ ନାହିଁ, ମାତ୍ର କରଗ୍ରାହୀ ଓ ବେଶ୍ୟାମାନେ ତାହାଙ୍କୁ ବିଶ୍ୱାସ କଲେ, କିନ୍ତୁ ତୁମ୍ଭେମାନେ ଯେପରି ତାହାଙ୍କୁ ବିଶ୍ୱାସ କରି ପାର, ଏଥି ନିମନ୍ତେ ତାହା ଦେଖି ସୁଦ୍ଧା ଅନୁତାପ କଲ ନାହିଁ । ଆଉ ଗୋଟିଏ ଦୃଷ୍ଟାନ୍ତ ଶୁଣ । Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT32 କାରଣ ଯୋହନ ତୁମ୍ଭମାନଙ୍କ ନିକଟକୁ ଧାର୍ମିକତାର ପଥ ଦେଇ ଆସିଲେ, ଆଉ ତୁମ୍ଭେମାନେ ତାହାଙ୍କୁ ବିଶ୍ୱାସ କଲ ନାହିଁ, ମାତ୍ର କରଗ୍ରାହୀ ଓ ବେଶ୍ୟାମାନେ ତାହାଙ୍କୁ ବିଶ୍ୱାସ କଲେ, କିନ୍ତୁ ତୁମ୍ଭେମାନେ ଯେପରି ତାହାଙ୍କୁ ବିଶ୍ୱାସ କରିପାର, ଏଥିନିମନ୍ତେ ତାହା ଦେଖି ସୁଦ୍ଧା ଅନୁତାପ କଲ ନାହିଁ।” Viz kapitolaପବିତ୍ର ବାଇବଲ32 ତୁମ୍ଭମାନଙ୍କୁ ବଞ୍ଚିବା ପାଇଁ ଠିକ୍ ବାଟ ଦେଖାଇବାକୁ ଯୋହନ ଆସି ଥିଲେ। ତୁମ୍ଭେମାନେ ଯୋହନଙ୍କୁ ବିଶ୍ୱାସ କଲ ନାହିଁ। କିନ୍ତୁ କରଆଦାୟକାରୀ ଓ ବେଶ୍ୟାମାନେ ଯୋହନଙ୍କୁ ବିଶ୍ୱାସ କଲେ। କରଆଦାୟକାରୀ ଓ ବେଶ୍ୟାମାନେ ଯୋହନଙ୍କୁ ବିଶ୍ୱାସ କରିଛନ୍ତି ବୋଲି ତୁମ୍ଭେ ଦେଖିଲ। ତଥାପି ତାହାଙ୍କଠାରେ ବିଶ୍ୱାସ କରିବା ଲାଗି ତୁମ୍ଭେମାନେ ହୃଦୟ ପରିବର୍ତ୍ତନ କଲ ନାହିଁ। Viz kapitola |