ମାଥିଉ 21:33 - ପବିତ୍ର ବାଇବଲ (CL) NT (BSI)33 ଯୀଶୁ କହିଲେ, “ଆଉ ଗୋଟିଏ ଦୃଷ୍ଟାନ୍ତ ଶୁଣ। ଜଣେ ଜମି ମାଲିକ ତାଙ୍କ କ୍ଷେତରେ ଦ୍ରାକ୍ଷା ଚାଷ କରିଥିଲେ। ଘଣାଟିଏ ବସାଇଲେ ଏବଂ ଜଗୁଆଳି ପାଇଁ ଗୋଟିଏ ମଞ୍ଚା ମଧ୍ୟ ତିଆରି କଲେ। ତା’ପରେ କ୍ଷେତଟି ରଇତମାନଙ୍କୁ ଭାଗରେ ଛାଡ଼ିଦେଇ ସେ ବିଦେଶ ଯାତ୍ରା କଲେ। Viz kapitolaପବିତ୍ର ବାଇବଲ (Re-edited) - (BSI)33 ଆଉ ଗୋଟିଏ ଦୃଷ୍ଟାନ୍ତ ଶୁଣ। ଜଣେ ଗୃହକର୍ତ୍ତା ଥିଲେ, ସେ ଗୋଟିଏ ଦ୍ରାକ୍ଷାକ୍ଷେତ୍ର କରି ଚାରିଆଡ଼େ ବାଡ଼ ଦେଲେ ଓ ତହିଁ ମଧ୍ୟରେ ଦ୍ରାକ୍ଷାକୁଣ୍ତ ଖୋଳି ପ୍ରହରୀ-ଗୃହ ନିର୍ମାଣ କଲେ, ପୁଣି କୃଷକମାନଙ୍କୁ ସେହି କ୍ଷେତ୍ର ଭାଗରେ ଦେଇ ବିଦେଶକୁ ଗମନ କଲେ। Viz kapitolaଓଡିଆ ବାଇବେଲ33 ଜଣେ ଗୃହକର୍ତ୍ତା ଥିଲେ, ସେ ଗୋଟିଏ ଦ୍ରାକ୍ଷାକ୍ଷେତ୍ର କରି ଚାରିଆଡ଼େ ବାଡ଼ ଦେଲେ ଓ ତହିଁ ମଧ୍ୟରେ ଦ୍ରାକ୍ଷାକୁଣ୍ଡ ଖୋଳି ପ୍ରହରୀଗୃହ ତିଆରି କଲେ, ପୁଣି, କୃଷକମାନଙ୍କୁ ସେହି କ୍ଷେତ୍ର ଭାଗରେ ଦେଇ ବିଦେଶକୁ ଚାଲିଗଲେ । Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT33 “ଆଉ ଗୋଟିଏ ଦୃଷ୍ଟାନ୍ତ ଶୁଣ। ଜଣେ ଗୃହକର୍ତ୍ତା ଥିଲେ, ସେ ଗୋଟିଏ ଦ୍ରାକ୍ଷାକ୍ଷେତ୍ର କରି ଚାରିଆଡ଼େ ବାଡ଼ ଦେଲେ ଓ ତହିଁ ମଧ୍ୟରେ ଦ୍ରାକ୍ଷାକୁଣ୍ଡ ଖୋଳି ପ୍ରହରୀ-ଗୃହ ତିଆରି କଲେ, ପୁଣି, କୃଷକମାନଙ୍କୁ ସେହି କ୍ଷେତ୍ର ଭାଗରେ ଦେଇ ବିଦେଶକୁ ଚାଲିଗଲେ। Viz kapitolaପବିତ୍ର ବାଇବଲ33 “ଆଉ ଗୋଟିଏ କାହାଣୀ ଶୁଣ। ଜଣେ ଜମି ମାଲିକ ଥିଲେ। ତାହାଙ୍କ ଜମିରେ ସେ ଦ୍ରାକ୍ଷା ଲଗାଇଲେ। ସେ ତା’ ଗ୍ଭରିପଟେ ବାଡ଼ ଲଗାଇଲେ। ସେ ଦ୍ରାକ୍ଷାରସ ବାହାର କରିବା ପାଇଁ ସେଥିରେ ଦ୍ରାକ୍ଷାକୁଣ୍ଡଟିଏ ଖୋଲିଲେ। ସେ ସେଠାରେ ପ୍ରହରୀଗୃହଟିଏ ନିର୍ମାଣ କଲେ ଓ କେତେକ କୃଷକଙ୍କୁ ଜମିଟି ଭାଗ ଦେଇଦେଲେ। ତା'ପରେ ସେ ବିଦେଶ ଯାତ୍ରାରେ ବାହାରି ଗଲେ। Viz kapitola |