ମାଥିଉ 21:34 - ପବିତ୍ର ବାଇବଲ (CL) NT (BSI)34 “ଦ୍ରାକ୍ଷା ଅମଳ କରିବା ସମୟରେ ସେ ରଇତମାନଙ୍କ ପାଖକୁ ନିଜର ଭାଗ ଆଦାୟ କରିବା ପାଇଁ ନିଜ ଦାସମାନଙ୍କୁ ପଠାଇଲେ। Viz kapitolaପବିତ୍ର ବାଇବଲ (Re-edited) - (BSI)34 ପରେ ଫଳର ସମୟ ସନ୍ନିକଟ ହୁଅନ୍ତେ, ସେ ଆପଣା ଫଳ ପାଇବା ପାଇଁ କୃଷକମାନଙ୍କ ପାଖକୁ ନିଜ ଦାସମାନଙ୍କୁ ପଠାଇଲେ। Viz kapitolaଓଡିଆ ବାଇବେଲ34 ପରେ ଫଳର ସମୟ ପାଖେଇ ଆସନ୍ତେ ସେ ଆପଣା ଫଳ ପାଇବା ପାଇଁ କୃଷକମାନଙ୍କ ପାଖକୁ ନିଜ ଦାସମାନଙ୍କୁ ପଠାଇଲେ । Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT34 ପରେ ଫଳର ସମୟ ପାଖେଇ ଆସନ୍ତେ ସେ ଆପଣା ଫଳ ପାଇବା ପାଇଁ କୃଷକମାନଙ୍କ ପାଖକୁ ନିଜ ଦାସମାନଙ୍କୁ ପଠାଇଲେ। Viz kapitolaପବିତ୍ର ବାଇବଲ34 କିଛି ଦିନ ପରେ ଦ୍ରାକ୍ଷା ତୋଳିବା ବେଳ ଆସିଲା। ଜମିମାଲିକ ତାଙ୍କ ଦ୍ରାକ୍ଷା ଭାଗତକ ଆଣିବା ପାଇଁ କେତେକ ଗ୍ଭକରଙ୍କୁ କୃଷକମାନଙ୍କ ପାଖକୁ ପଠାଇଲେ। Viz kapitola |